ଭୁବନେଶ୍ୱର,୧୩/୦୯/୨୦୨୫ (ଓଡ଼ିଶା ସମାଚାର)- ଆସନ୍ତା ସୋମବାର ସେପ୍ଟେମ୍ବର ୧୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସେପ୍ଟେମ୍ବର ୧୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟ ଥିବାରୁ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣି ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ମାଧ୍ୟମରେ ଜଣାଇ ଦିଆଯିବ ବୋଲି ସୂଚନା ଓ ଲୋକସମ୍ପର୍କ ପକ୍ଷରୁ ସୂଚନା ଦିଆଯାଇଛି।
https://x.com/IPR_Odisha/status/1966732707888505019

