ଗରାପୁର ଆନନ୍ଦମାର୍ଗ ବିଦ୍ୟାଳୟରେ ବୃକ୍ଷରୋପଣ

କେନ୍ଦ୍ରାପଡ଼ା,୧୭/୦୯/୨୦୨୫(ଓଡ଼ିଶା ସମାଚାର)- ଗରାପୁରସ୍ଥିତ ଆନନ୍ଦମାର୍ଗ ବିଦ୍ୟାଳୟ ପରିସରରେ ବୁଧବାର ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଶ୍ରମର ମୁଖ୍ୟ ବିକାଶାନନ୍ଦ ଅବଧୂତ ଯୋଗଦେଇ ଆନନ୍ଦମାର୍ଗ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହିତ ମିଶି ବିଦ୍ୟାଳୟ ପରିସରରେ ବିଭିନ୍ନ ବୃକ୍ଷର ଚାରା ରୋପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଅଂଶଗ୍ରହଣ କରିଥିଲେ ।

Leave a Reply

Your email address will not be published. Required fields are marked *