ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ହ୍ୟାକ୍ ହୋଇଥିବା ସୂଚନା

ଭୁବନେଶ୍ୱର, ୧୩ /୦୧/୨୦୨୪ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ହ୍ୟାକ୍ ହୋଇଥିବା ସୂଚନା । ଉଚ୍ଚଶିକ୍ଷା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ହ୍ବାଟ୍ସଆପ ସହ ସମସ୍ତ ସମସ୍ତ ସୋସିଆଲ ମିଡିଆ ଆକାଉଣ୍ଟ ହ୍ୟାକ୍ ହୋଇଛି। ଏନେଇ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସୂଚନା ଦେଇଛନ୍ତି। https://twitter.com/AtanuMLA/status/1746146824199508468

ନିଜ ହ୍ବାଟ୍ସଆପ ସହ ସମସ୍ତ ସମସ୍ତ ସୋସିଆଲ ମିଡିଆ ଆକାଉଣ୍ଟ ହ୍ୟାକ୍ ହେବାନେଇ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସୂଚନା ଦେବା ସହ କୌଣସି ସନ୍ଦେହଜନକ ମେସେଜ୍ କିମ୍ବା କାର୍ୟ୍ୟକଳାପକୁ ଏଡାଇବାକୁ କହିଛନ୍ତି। ଏଥି ସହିତ ହ୍ବାଟ୍ସଆପର କୌଣସି ମେସେଜକୁ ମଧ୍ୟ ଗ୍ରହଣ ନକରିବାକୁ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *