ଭୁବନେଶ୍ୱର,୦୪/୧୦/୨୦୨୫ (ଓଡ଼ିଶା ସମାଚାର)-ଆସନ୍ତା ଅକ୍ଟୋବର ୬ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀ ଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତୀ ଅଭିଯୋଗ ଶୁଣାଣି ର ତାରିଖ ସମ୍ବାଦପତ୍ର ମାଧ୍ୟମରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏହି ସୂଚନା ଦେଇଛନ୍ତି ।
୬ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ
