୧୦ତାରିଖ ସୋମବାର ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୦୯/୧୧/୨୦୨୫ (ଓଡ଼ିଶା ସମାଚାର)-ଆସନ୍ତା ୧୦ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ମାଧ୍ୟମରେ ଜଣାଇ ଦିଆଯିବ ।

Leave a Reply

Your email address will not be published. Required fields are marked *