ଲୋକସେବା ଭବନରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୧୧/୧୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଗତକାଲି ଦିଲ୍ଲୀ ବିସ୍ଫୋରଣର ମୃତ୍ୟୁ ବରଣ କରିଥିବା ଅମର ଆତ୍ମା ମାନଙ୍କ୍ର ସଦଗତି ପାଇଁ  ଲୋକସେବା ଭବନରେ ନିରବ ପ୍ରାର୍ଥନା ରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଅନୁଷ୍ଠିତ ନିରବ ପ୍ରାର୍ଥନାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ପଞ୍ଚାୟତିରାଜ ଓ ପାନୀୟଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭାଗୀୟ ସଚିବ ଓ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *