ବଟମହାପୁରୁଷଙ୍କ ଜନ୍ମ ଜୟନ୍ତୀ

କେନ୍ଦ୍ରାପଡ଼ା,୧୪/୦୧/୨୦୨୬(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ନିର୍ବାଚନମଣ୍ଡଳୀ ଅଧିନ ନୀଳକଣ୍ଠପୁର ଗ୍ରାମପଂଚାୟତର ନୁଆପାଟଣା ଗ୍ରାମର ବଟମହାପୁରୁଷଙ୍କ ଜନ୍ମ ଜୟନ୍ତୀ ଅବସରରେ ଚର୍ତୁଦଶତମ ଅଷ୍ଟ୍ରପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାର ପୂର୍ବତନ ବିଧାୟିକା ଡ. ସିପ୍ରା ମଲ୍ଲିକ ଯୋଗଦେଇ ବଟ ମହାପୁରୁଷଙ୍କୁ ଦର୍ଶନ କରି ଆଶିର୍ବାଦ ଭିକ୍ଷା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଗୌତମ ପରିଡା, ମୁନା ନନ୍ଦ, ସମୀର କବି, ବାସୁଦେବ ଦାସ, ରଘୁନାଥ ନନ୍ଦ, ପୂଜକ ନିଳମଣୀ ନନ୍ଦଙ୍କ ସମେତ ଗ୍ରାମବାସୀମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *