କେନ୍ଦ୍ରାପଡ଼ା, ୨୫/୦୧/୨୦୨୪ (ଓଡ଼ିଶା ସମାଚାର)-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ପଂଚାୟତର ସାହାସପୁର ଗ୍ରାମର ସମାଜସେବୀ ଶ୍ରୀବତ୍ସ ଓଝାଙ୍କ ଚତୁର୍ଥ ବାର୍ଷିକ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଅବସରରେ ତାଙ୍କ ସାହାସପୁରସ୍ଥିତ ବାସଭବନରେ ଗୀତାପାଠ, ନାମସଙ୍କୀର୍ତନ ଓ ଗୋପାଳ ସହସ୍ରନାମ ପଠନ ଅନୁଷ୍ଠିତ ହୋଇଯାଇଛି । ସ୍ମୃତିସଭାରେ ରବୀନ୍ଦ୍ର ନାଥ ପଣ୍ଡା, ହରେକୃଷ୍ଣ ମହାପାତ୍ର, ରବିନ୍ଦ୍ର ନାଥ ମହାପାତ୍ର ,ବୈଷ୍ଣବ ସ୍ୱାଇଁ, ଦିବାକର ଦାସ, ଅନିରୁଦ୍ଧ ନାୟକ, ସମାଜସେବୀ ନିରଞ୍ଜନ ପରିଡାଙ୍କ ସମେତ ସ୍ୱର୍ଗତ ଓଝାଙ୍କ ପରିବାରଜନ ଓ ବନ୍ଧୁବର୍ଗ ଯୋଗଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
Related Posts
ଓଡିଶା ବିଧାନସଭାରେ ସମ୍ବିଧାନ ଦିବସ ପ୍ରସ୍ତାବନା ପାଠ
ଭୁବନେଶ୍ୱର,୨୬/୧୧/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ପୂର୍ବାହ୍ନ ଓଡିଶା ବିଧାନସଭାରେ ସମ୍ବିଧାନ ଦିବସ ପ୍ରସ୍ତାବନା ପାଠ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶା ବିଧାନସଭା…
ଶ୍ରୀ ସୁବୁଦ୍ଧେଶ୍ୱର ସାହିତ୍ୟ ସଂସଦ ବାର୍ଷିକ ଉତ୍ସବ
ବାରଙ୍ଗ,୧୮/୦୩/୨୦୨୫(ଓଡ଼ିଶା ସମାଚାର)-ଡମପଡ଼ା ବ୍ଲକ ଅନ୍ତର୍ଗତ ବାଆଁରା ଗ୍ରାମର ଶ୍ରୀଶ୍ରୀ ସୁବୁଦ୍ଧେଶ୍ୱର ସାହିତ୍ୟ ସଂସଦର ନବମବାର୍ଷିକ ଉତ୍ସବ ବାବା ଧୂଳିଆଷଣ୍ଢ ପୀଠରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ…
ମହାନ ସ୍ୱାଧୀନତା ସଂଗ୍ରାମୀ ଚନ୍ଦନ ହାଜୁରୀ (ଚାଖି ଖୁଣ୍ଟିଆ)ଙ୍କ ସ୍ମୃତିରେ ମାଲ୍ୟାର୍ପଣ
ଭୁବନେଶ୍ୱର,୨୦/୦୧/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଇଂରେଜ ଶାସନର ଅନ୍ୟାୟ, ଶୋଷଣ ଓ ଦମନମୂଳକ ନୀତି ବିରୁଦ୍ଧରେ ଓଡ଼ିଶାର ମାଟିରୁ ଯେଉଁ ସ୍ୱାଧୀନତା ସଂଗ୍ରାମର ଜ୍ୱାଳା ଉତ୍ପନ୍ନ ହୋଇଥିଲା,…
