ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ପରଲୋକ

ଭୁବନେଶ୍ୱର, ୦୧/୦୨/୨୦୨୬ (ଓଡ଼ିଶା ସମାଚା/ଦୀପ୍ତିରଂଜନ କାନୁନଗୋ)-ମୟୂରଭଞ୍ଜର ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ପରଲୋକ ଘଟିଛି। ଡିସେମ୍ବର ୫ତାରିଖରେ ଅସୁସ୍ଥ ହୋଇ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୦ବର୍ଷ ବୟସ ହୋଇଥିଲା । ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ   ଶୋକର ଛାୟା ଖେଳିଯାଇଛି ।

Leave a Reply

Your email address will not be published. Required fields are marked *