ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ଏବଂ ଭଗବାନ ଗନ୍ତାୟତ ହେଲେ ଗଞ୍ଜାମ ଜିଲ୍ଲା ବିଜେଡ଼ି କାର୍ଯ୍ୟକାରୀ ସଭାପତି

 

ଭୁବନେଶ୍ୱର,୦୩ /୦୨/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)-  ଗଞ୍ଜାମ ଜିଲା  ବିଜେଡି କାର୍ଯ୍ୟକାରୀ ସଭାପତି ହେଲେ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ଏବଂ ଭଗବାନ ଗନ୍ତାୟତ । ଏନେଇ ମଙ୍ଗଳବାର ପ୍ରେସ ରିଲିଜ  ପ୍ରକାଶ ପାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ଏବଂ ଭଗବାନ ଗନ୍ତାୟତ ଙ୍କୁ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି।

 

Leave a Reply

Your email address will not be published. Required fields are marked *