ଉତ୍କଗୌରବ ମଧୁସୂଦନ ଦାସ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଜଗତସିଂହପୁର, ୦୪/୦୨/୨୦୨୬ (ଓଡ଼ିଶା ସମାଚାର)- ଆଜି ଉତ୍କଗୌରବ ମଧୁସୂଦନ ଦାସ ଙ୍କ ଶ୍ରାଦ୍ଧ ବାର୍ଷିକୀ  ଅବସରରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖ ରେ ଥିବା ସେହି ମହାନ ଆତ୍ମାଙ୍କ ପ୍ରତିମୂର୍ତ୍ତୀରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାସୁମନ୍ ଜ୍ଞାପନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଷୋୟୀ, ପୌର ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ପୌର ପରିଷଦ ର ଶ୍ରୀ ଦୀପକ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ମଧୁବାବୁ ଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

 

 

Leave a Reply

Your email address will not be published. Required fields are marked *