ନୂତନ ଜଗନ୍ନାଥ ମନ୍ଦିର ର ପ୍ରତିଷ୍ଠା ଉତ୍ସବ ନମନ୍ତେ ବ୍ୟାପକ ପ୍ରସ୍ତୁତି

ନିଶ୍ଚିନ୍ତକୋଇଲି, ୧୯/୦୩/୨୦୨୬ (ଓଡିଶା ସମାଚାର /ଅଭୟ ଜେନା )କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ କଳମିଶ୍ରି ପଞ୍ଚାୟତ ପୁରୁଣାପାରି ଗ୍ରାମରେ ନୂତନ ଜଗନ୍ନାଥ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆଗାମୀ ୨୧ତାରିଖ ରୁ ୨୫ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି ।

ଏହି ଅବସରରେବିଜ୍ଞ ପଣ୍ଡିତ ମାନଙ୍କ ଦ୍ୱାରା ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେବ ।ଏହି ପ୍ରତିଷ୍ଠା ଉତ୍ସବ ର ସଫଳ ରୂପାୟନ ନିମନ୍ତେ ଦ୍ବି୍ପାଞ୍ଚଳ ର ଶ୍ରଦ୍ଧାଳୁ ଭକ୍ତ ଓ ଜନସାଧାରଣ ଯୋଗଦାନ କରିବାକୁ ପୁରୁଣାପାରି ଗ୍ରାମର ଗ୍ରାମବାସୀ ମାନେ ନିବେଦନ କରିଛନ୍ତି ।

Leave a Reply

Your email address will not be published. Required fields are marked *