୨୩ ଜିଲ୍ଲା ର ସ୍ବତନ୍ତ୍ର ଉନ୍ନୟନ ପରିଷଦ : ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ ନାମ ଘୋଷଣା

ଭୁବନେଶ୍ୱର,୦୬/୦୪/୨୦୨୬ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ରାଜ୍ୟର ୨୩ ଜିଲ୍ଲା ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା ହୋଇଛି । ରାଜ୍ୟ ସରାକାର ଏକ ବିଜ୍ଞପ୍ତି ମାଧ୍ୟମରେ ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ ନାମ ଘୋଷଣା କରିଛନ୍ତି ।

ଅନୁଗୁଳ ଜିଲ୍ଲା ପାଇଁ ବଶିଷ୍ଠ ନାୟକ (ଅଧ୍ୟକ୍ଷ), ସୁରୁମଣି ଛତର (ଉପାଧ୍ୟକ୍ଷ), ବଲାଙ୍ଗିର ଜିଲ୍ଲା ପାଇଁ ବଲ୍ଲଭ ଧରୁଆ (ଅଧ୍ୟକ୍ଷ), ଜୟନ୍ତୀ ଭୋଇ (ଉପାଧ୍ୟକ୍ଷ), ବାଲେଶ୍ୱର ଜିଲ୍ଲା ପାଇଁ ବିପିନ୍ ମାରାଣ୍ଡି (ଅଧ୍ୟକ୍ଷ), ଝରଣା ସିଂ (ଉପାଧ୍ୟକ୍ଷ), ବରଗଡ ଜିଲ୍ଲା ପାଇଁ ଗୋବର୍ଦ୍ଧନ ଭୋଏ (ଅଧ୍ୟକ୍ଷ), ତିଳତ୍ତୋମା ଭୁଏ (ଉପାଧ୍ୟକ୍ଷ), ବୌଦ୍ଧ ଜିଲ୍ଲା ପାଇଁ ଡମରୁ ଧର କହଁର (ଅଧ୍ୟକ୍ଷ), ଝରଣା ଜାନି (ଉପାଧ୍ୟକ୍ଷ), ଦେବଗଡ ଜିଲ୍ଲା ପାଇଁ ପ୍ରଶାନ୍ତ ବେହେରା (ଅଧ୍ୟକ୍ଷ), ପ୍ରମିଳା କିଶାନ (ଉପାଧ୍ୟକ୍ଷ) ଙ୍କନାମ ଘୋଷଣା ହୋଇଛି।

ସେହିପରି ଢେଙ୍କାନାଳ ଜିଲ୍ଲା ପାଇଁ ନାଉରି ସିଂ (ଅଧ୍ୟକ୍ଷ), ସେବତୀ ଭୋଇ (ଉପାଧ୍ୟକ୍ଷ), ଗଜପତି ଜିଲ୍ଲା ପାଇଁ କାମଦେବ ବଡ଼ନାୟକ (ଅଧ୍ୟକ୍ଷ), ପଙ୍କଜିନୀ ଦଳାଇ (ଉପାଧ୍ୟକ୍ଷ), ଗଞ୍ଜାମ ଜିଲ୍ଲା ପାଇଁ ନୀଳମାଧବ ପାତ୍ର (ଅଧ୍ୟକ୍ଷ), ଲଳିତା ପ୍ରଧାନ (ଉପାଧ୍ୟକ୍ଷ), ଯାଜପୁର ଜିଲ୍ଲା ପାଇଁ ରାଜେନ୍ଦ୍ର କାନ୍ଦୁଲିଆ (ଅଧ୍ୟକ୍ଷ), ଶାନି ଜରିକା (ଉପାଧ୍ୟକ୍ଷ),
ଝାରସୁଗୁଡ଼ା ଜିଲ୍ଲା ପାଇଁ ସାମଲ ନାଏକ (ଅଧ୍ୟକ୍ଷ), ସଂଯୁକ୍ତା ଓରାମ (ଉପାଧ୍ୟକ୍ଷ), କଳାହାଣ୍ଡି ଜିଲ୍ଲା ପାଇଁ ବିଜୟ ଦିଶାରୀ (ଅଧ୍ୟକ୍ଷ), ରୀନା ଭୋଇ (ଉପାଧ୍ୟକ୍ଷ), କନ୍ଧମାଳ ଜିଲ୍ଲା ପାଇଁ ମାନଗୋବିନ୍ଦ ପ୍ରଧାନ (ଅଧ୍ୟକ୍ଷ), କଳ୍ପନା କହଁର (ଉପାଧ୍ୟକ୍ଷ), କେନ୍ଦୁଝର ଜିଲ୍ଲା ପାଇଁ ମମିତା ନାଏକ (ଅଧ୍ୟକ୍ଷ), ମାନସ ନାଏକ (ଉପାଧ୍ୟକ୍ଷ) କୋରାପୁଟ ଜିଲ୍ଲା ପାଇଁ ଭଗବାନ ମୁଦୁଲି (ଅଧ୍ୟକ୍ଷ), ସୁକାନ୍ତି ମାଝୀ (ଉପାଧ୍ୟକ୍ଷ), ମାଲକାନଗିରି ଜିଲ୍ଲା ପାଇଁ ଗଙ୍ଗାଧର ସୋଡ଼ି (ଅଧ୍ୟକ୍ଷ), ସାବିତ୍ରୀ ପଡ଼ିଆମି (ଉପାଧ୍ୟକ୍ଷ), ମୟୂରଭଞ୍ଜ ଜିଲ୍ଲା ପାଇଁ ବୁଧାନ ମୁର୍ମୁ (ଅଧ୍ୟକ୍ଷ), କୌଶଲ୍ୟା ନାଏକ (ଉପାଧ୍ୟକ୍ଷ), ନବରଙ୍ଗପୁର ଜିଲ୍ଲା ପାଇଁ ବାସନ୍ତୀ ମାଝି (ଅଧ୍ୟକ୍ଷ), ଲିଙ୍ଗରାଜ ଭତ୍ରା (ଉପାଧ୍ୟକ୍ଷ), ନୟାଗଡ଼ ଜିଲ୍ଲା ପାଇଁ ତ୍ରିନାଥ ମଲ୍ଲିକ (ଅଧ୍ୟକ୍ଷ), ସମିତା ଦେହୁରୀ (ଉପାଧ୍ୟକ୍ଷ), ନୂଆପଡ଼ା ଜିଲ୍ଲା ପାଇଁ ହୋମେସିଂ ମାଝୀ (ଅଧ୍ୟକ୍ଷ), ବେଲାମତି ମାଝୀ (ଉପାଧ୍ୟକ୍ଷ), ରାୟଗଡ଼ା ଜିଲ୍ଲା ପାଇଁ ବିଦ୍ୟାଧର ଶବର (ଅଧ୍ୟକ୍ଷ), ମଞ୍ଜୁଳା ମିନିଆକା (ଉପାଧ୍ୟକ୍ଷ), ସମ୍ବଲପୁର ଜିଲ୍ଲା ପାଇଁ ଭଗିନ୍ଦ୍ର କିଶାନ (ଅଧ୍ୟକ୍ଷ), ସୁଷମା ମୁଣ୍ଡା (ଉପାଧ୍ୟକ୍ଷ) ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ସନ୍ତୋଷ ଅମାତ (ଅଧ୍ୟକ୍ଷ), ଗାଙ୍ଗି କିଣ୍ଡୋ (ଉପାଧ୍ୟକ୍ଷ) ଙ୍କ ନାମ ଘୋଷଣା ହୋଇଛି।

Leave a Reply

Your email address will not be published. Required fields are marked *