ପାରାଵିଲ ହନୁମାନ ମନ୍ଦିରରେ ବିଷ୍ଣୁପ୍ରିୟା ସେବା ସମିତି ଅଧ୍ୟକ୍ଷା ଭାଗ୍ୟଲକ୍ଷ୍ମୀ ରାଉତ 

କଟକ ସଦର, ୧୫/୦୪/୨୦୨୬ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): କଟକ ସଦର ଅନ୍ତର୍ଗତ ଧରିଣା ପଞ୍ଚାୟତ ପାରାଵିଲ (ବାହୁଡ଼ା) ଠାରେ ଅବସ୍ଥିତ ହନୁମାନ ମନ୍ଦିରରେ ମଙ୍ଗଳବାର ଦିନ ପବିତ୍ର ହନୁମାନ ଜୟନ୍ତୀ ଉପଲକ୍ଷେ ଆୟୋଜିତ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ କଟକ ସଦର ପଞ୍ଚାୟତ ସମିତି ଅଧ୍ୟକ୍ଷା ତଥା ବିଷ୍ଣୁପ୍ରିୟା ସେବା ସମିତି ଅଧ୍ୟକ୍ଷା ଭାଗ୍ୟଲକ୍ଷ୍ମୀ ରାଉତ ଯୋଗଦେଇ ହନୁମାନଙ୍କ ନିକଟରେ ଆଶ୍ରିର୍ଵାଦ ଭିକ୍ଷା କରିବା ସହିତ କଟକ ସଦର ଜନସାଧାରଣଙ୍କ ସୁଖ ସମୃଦ୍ଧି କାମନା କରିଥିଲେ। ଏହି ଅବସରରେ ମନ୍ଦିର କମିଟି ପକ୍ଷରୁ ଶ୍ରୀମତୀ ରାଉତଙ୍କୁ ଉତ୍ସସିତ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

Leave a Reply

Your email address will not be published. Required fields are marked *