ସମାଜସେବୀ ପ୍ରିତମ ଚୈ।ଧୁରୀ ଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି 

କଟକ ସଦର,୧୭/୦୪/୨୦୨୬ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା) ଜଣାଶୁଣା ଯୁବ ସମାଜସେବୀ ତଥା ଅଗ୍ରଣୀ ଇଂରାଜୀ ମାଧ୍ୟମ ଉଇସଡମ ପବ୍ଲିକ ସ୍କୁଲ ର ପରିଚାଳନା ନିର୍ଦ୍ଦେଶକ ପ୍ରିତମ ଚୈ।ଧୁରୀ ଙ୍କୁ ଆମେରିକା ଗ୍ଲୋବାଲ ୟୁନିଭରସିଟି ପକ୍ଷରୁ ସମ୍ମାନଜନକ ଡକ୍ଟରେଟ ଉପାଧି ମିଳିଥିବା ଜଣାଯାଇଛି। ଏହା ଜଣାପଡିବା ପରେ ଡଃ ଚୈ।ଧୁରୀ ଙ୍କ ନିକଟକୁ ଶୁଭେଚ୍ଛା ଓ ଅଭିନନ୍ଦନ ର ସୁଅ ଛୁଟିଛି।

Leave a Reply

Your email address will not be published. Required fields are marked *