ଓଇଆରସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୫/୦୫/୨୦୨୬(ଓଡ଼ିଶା ସମାଚାର)- ଓଇଆରସି ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି । ପ୍ରଦୀପଙ୍କ ଇସ୍ତଫାକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି । ଏନେଇ ଶକ୍ତି ବିଭାଗ ପକ୍ଷରୁ ସୋମବାର ଏକ ଅଧିସୂଚନା ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *