ଭୁବନେଶ୍ୱର,୨୯/୦୫/୨୦୨୬(ଓଡ଼ିଶା ସମାଚାର)- ଆସନ୍ତା ଜୁନ୍ ପହିଲା (ସୋମବାର) ଦିନ ସକାଳ ୮.୦୦ ଘଟିକା ସମୟରେ ଭୁବନେଶ୍ୱରସ୍ଥିତ ୟୁନିଟ-୨, ଅଶୋକ ନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଗତ ତା ୨୭.୦୪.୨୦୨୬ ରିଖରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀମାନେ କେବଳ ଏହି ତାରିଖରେ ନିଜର ଅଭିଯୋଗ ଜଣାଇପାରିବେ । ସେମାନଙ୍କୁ ପୁନଃ ପଞ୍ଜୀକରଣ କରିବାର କୌଣସି ଆବଶ୍ୟକତା ନାହିଁ ।
ଜୁନ୍ ୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
