ଭୁବନେଶ୍ୱର,୧୦/୦୭/୨୦୨୬ (ଓଡ଼ିଶା ସମାଚାର)- ଆସନ୍ତା ଜୁଲାଇ ୧୩ତାରିଖ ସୋମବାର ରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ ।
ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ କାର୍ଯ୍ୟ ଥିବାରୁ ଆସନ୍ତା ୧୩ତାରିଖ ସୋମବାର ରେ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।
ପରବର୍ତ୍ତି ଅଭିଯୋଗ ଶୁଣାଣିର ତାରିଖ ଜନ ସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
