ଭୁବନେଶ୍ୱର,୧୫/୦୮/୨୦୨୬ (ଓଡ଼ିଶା ସମାଚାର)-ପୁଣି ଓଡିଶାକୁ ଫେରିଛି କୋଭିଡ । ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।
ବରମୁଣ୍ଡା ଅଂଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେ ଏକ ଘରୋଇ ହସ୍ପିଟାଲରେ ଭର୍ତି ହୋଇ ଚିକିତ୍ସିତ ହେଉଥିବା ନେଇ ଜଣାପଡିଛି । ତେବେ ଆକ୍ରାନ୍ତ କେଉଁଠାରୁ ସଂକ୍ରମିତ ହୋଇଛନ୍ତି ସେନେଇ ସୂଚନା ମିଳିନାହିଁ ।
