ବ୍ରାହ୍ମଣଝରିଲୋ ନୋଡ଼ାଲ ଉଚ୍ଚବିଦ୍ୟାଳୟରେ ଗୁରୁଦିବସ ପାଳିତ

କଟକ,୦୫/୦୯/୨୦୨୬(ଓଡିଶା ସମାଚାର /ଅଭୟ ଜେନା ) – କଟକ ଜିଲ୍ଲା ବ୍ରାହ୍ମଣଝରିଲୋ ନୋଡ଼ାଲ ଉଚ୍ଚବିଦ୍ୟାଳୟରେ ଗୁରୁଦିବସ ପାଳିତ ହୋଇଯାଇଛି । ଏହି ଅବସର ରେ ବିଦ୍ୟାଳୟର ପୁରାତନ ଶିକ୍ଷକ କୈଳାସ ଚନ୍ଦ୍ର ବେହେରା,ମହମ୍ମଦ ସାଦିକ ଅଲ୍ଲି,ଦିଲିପ କୁମାର ବିଶ୍ୱାଳ ଓ ଉତ୍ତମ କୁମାର ସାହୁଙ୍କୁ ସମ୍ୱର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବନ୍ଦନା ସାହୁ ପରିଚାଳନା କରିଥିଲେ । ସମସ୍ତ ଶିକ୍ଷକଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ମାନେ ଏଥିରେ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *