ଜୁନାଗଡ଼ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦଘାଟିତ

ଜୁନାଗଡ଼, ୧୫/୦୨/୨୦୨୪ (ଓଡ଼ିଶା ସମାଚାର)- କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସହର ମସଜିଦ ପାଖ ଏନ.ଏ.ସି ପୁରୁଣା ଗେଷ୍ଟ ହାଉସ ଠାରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦଘାଟିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ସୁଜିତ ସେଠ ଯୋଗଦେଇ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଜୁନାଗଡ଼ ବିଧାୟକ ଦିବ୍ୟ ଶଙ୍କର ମିଶ୍ର, ସିଡିଏମଓ ଡାକ୍ତର ସୁଚେତା ପାଣି, ଉପଜିଲ୍ଲାପାଳ ଧର୍ମଗଡ଼ ଧୀମାନ ଚକମା,ନଗରପାଳ ମୁକେଶ ଅଗ୍ରୱାଲ,ଉପ ନଗରପାଳ ହିମାଦ୍ରୀ ନାଏକ ଓ ସମସ୍ତ ପାରିଷଦ ବୃନ୍ଦ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *