ଐତିହାସିକ କଟକ ବାଲିଯାତ୍ରା ଉଦଘାଟନ କରିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ ସଦର,୧୧/୧୧/୨୦୨୬(ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): ଚଳିତବର୍ଷ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କଟକର ଐତିହାସିକ ମୁକ୍ତାକାଶ ବାଲିଯାତ୍ରାକୁ ଚଳିତ ମାସ ୨୪ ତାରିଖ ସଂଧ୍ୟାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିବେ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ଜଣାପଡିଛି। ଏହା ଜଣାପଡିବା ପରେ ପ୍ରାଶାସନିକ ସ୍ଥରରେ ବ୍ୟାପକ ପ୍ରସ୍ତୁତି ପାଇଁ ଉଦ୍ୟମ ଆରମ୍ଭ ହୋଇଥିବାବେଳେ ଜନସାଧାରଣଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

Leave a Reply

Your email address will not be published. Required fields are marked *