ସାଂସଦ ମାନସଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି , ଉପରାଷ୍ଟ୍ରପତି  ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୨୦/୦୨/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କ ଜନ୍ମଦିନ ସୋମବାର ଦିନ ନିରାଡ଼ମ୍ବର ଭାବେ ପାଳିତ ହୋଇଯାଇଛି। ସାଂସଦ ଶ୍ରୀଯୁକ୍ତ ମଙ୍ଗରାଜଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ତାଙ୍କ ବାସଭବନରେ ବହୁ ଶୁଭେଚ୍ଛୁଙ୍କ ଭିଡ ଜମିଥିଲା। ଏହି ଅବସରରେ ସାଂସଦ ମାନସ ମଙ୍ଗରାଜଙ୍କୁ ରାଷ୍ଟ୍ରପତି ଶ୍ରୀମତୀ ଦୌପଦି ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡେ ଓ ପ୍ରଧାନମନ୍ତୀ ନରେନ୍ଦ୍ର ମୋଦୀ ଜନ୍ମ ଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉତରୋତର ଉନ୍ନତି କାମନା କରିଛନ୍ତି।

Leave a Reply

Your email address will not be published. Required fields are marked *