Tuesday , September 27 2022
Breaking News
Home / ଶିକ୍ଷା (page 19)

ଶିକ୍ଷା

ରାଜ୍ୟରେ ୫ ଶହରୁ ଅଧିକ ‘ପିଏମ ଶ୍ରୀ ସ୍କୁଲକୁଲ’ହେବ କାର୍ଯ୍ୟକ୍ଷମ: ଧର୍ମେନ୍ଦ୍ର

ନୂଆ ନୁହଁ; ପୁରୁଣା ସ୍କୁଲର ହେବ ନବକଳେବର ଭୁବନେଶ୍ୱର,୧୨/୦୬/୨୦୨୨( ଓଡ଼ିଶା ସମାଚାର )- ପିଏମ ଶ୍ରୀ ସ୍କୁଲ ଯୋଜନାରେ ରାଜ୍ୟରେ ୫ଶହରୁ ଅଧିକ ବିଦ୍ୟାଳୟ ସାମିଲ ହେବ। ଏହି ଯୋଜନାରେ ଶିକ୍ଷାନୁଷ୍ଠାନଗୁଡ଼ିକର ଶୈକ୍ଷିକ ଭିତ୍ତିଭୂମି ସୁଦୃଢ଼ ଉପରେ ଗୁରୁତ୍ୱ ଦିଆଯିବା ସହ ଗୁଣାତ୍ମଶିକ୍ଷା ପ୍ରତି ବିଶେଷ ଗୁରୁତ୍ୱ ଦିଆଯିବ। ପ୍ରତି ବ୍ଲକରେ ପାଖାପାଖୀ ୨ଟି ଶ୍ରୀ ସ୍କୁଲ କାର୍ଯ୍ୟକ୍ଷମ ହେବାକୁ ଥିବାବେଳେ ଏହି ଯୋଜନା ଖୁବଶୀଘ୍ର ଆରମ୍ଭ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସୂଚନା ଦେଛନ୍ତି। ଭୁବନେଶ୍ୱର ଆଇଆଇଟି ପରିସରରେ …

Read More »

ରୂପାନ୍ତରିତ ବିଦ୍ୟାଳୟକୁ ଜମି ପଟା ବଂଟନ

କେନ୍ଦ୍ରାପଡ଼ା,୧୧/୦୬/୨୦୨୨( ଓଡ଼ିଶା ସମାଚାର )- ରାଜ୍ୟ ସରକାରଙ୍କ ୫-ଟି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ କେନ୍ଦ୍ରାପଡା ଜିଲ୍ଲାର ୯୫ଟି ସ୍କୁଲର ରୂପାନ୍ତରଣ କରାଯାଇଛି । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସେଥି ମଧ୍ୟରୁ ୮୦ଟି ବିଦ୍ୟାଳୟକୁ ଜମି ପଟା ବଂଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ …

Read More »

ଓଡିଶା ଆଦର୍ଶ ବିଦ୍ୟାଳୟରେ ଅଭିଭାବକ – ଶିକ୍ଷକ ବୈଠକ

ଭୁବନ,୧୦/୦୬/୨୦୨୨( ଓଡ଼ିଶା ସମାଚାର )- ଭୁବନ ବ୍ଲକ ଅନ୍ତର୍ଗତ ପୁରୁଷୋତମପୁର ଠାରେ ଅବସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ଠାରେ ଚଳିତ ବର୍ଷ ୨୦୨୨-୨୩ ଶିକ୍ଷାବର୍ଷ ଆସନ୍ତା ୧୭ ତାରିଖ ଶୁକ୍ରବାର ଠାରୁ ଆରମ୍ଭ ହେବ । ଏଥି ନିମନ୍ତେ ଆଜି ସ୍କୁଲ ପରିସରରେ ଶିକ୍ଷକ – ଅଭିଭାବକ ମାନଙ୍କର ଏକ ପ୍ରସ୍ତୁତି ବୈଠକ ଗୋଷ୍ଠୀ ଶିକ୍ଷା ଧିକାରୀ ତଥା ପ୍ରିନ୍ସିପାଲ ପ୍ରତାପ କୁମାର ଶତପଥି ଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ହୋଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମତୀ ସୁମତୀ ପ୍ରଧାନ,ବିଜ୍ଞାନ …

Read More »

ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୪୪୫ ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

 ପାଠ ହେଉ ବା ଖେଳ ନିଜ ନିଜ କ୍ଷେତ୍ରରେ  ଉତ୍କର୍ଷତା ହାସଲ  ପାଇଁ ଚେଷ୍ଟା କରିବାକୁ  ମୁଖ୍ୟମନ୍ତ୍ରୀ ଙ୍କ ପରାମର୍ଶ  ବେସରକାରୀ ସ୍କୁଲ  ଠାରୁ  ଆମ  ସ୍କୁଲ ଏବେ ବହୁ  ଆଗରେ – ଛାତ୍ରଛାତ୍ରୀ  ଭୁବନେଶ୍ୱର,୦୮/୦୬/୨୦୨୨( ଓଡ଼ିଶା ସମାଚାର )- ସ୍କୁଲ ଗୁଡିକର କାୟାକଳ୍ପ ପିଲାମାନଙ୍କ  ମାନସିକତା ଉପରେ ମଧ୍ୟ  ସକରାତ୍ମକ ପ୍ରଭାବ ପକାଇଛି ।  ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବା ଆମ ପାଇଁ ଆଗ ଅପେକ୍ଷା ବହୁତ ସହଜ ହୋଇଛି। ଇଣ୍ଟରନେଟ ଜରିଆରେ ସବୁ ବିଷୟରେ ଆମେ ତୁରନ୍ତ …

Read More »

ଖୋର୍ଦ୍ଧା ସ୍କୁଲ ଓ କଲେଜ ଶିକ୍ଷକ, କର୍ମଚାରୀ ମିଳିତ ସମନ୍ୱୟ ସମିତିର ବୈଠକ

୯ ରେ ରାଜଧାନୀରେ ବିକ୍ଷୋଭ ସମାବେଶ ଖୋର୍ଦ୍ଧା, ୦୭/୦୬/୨୦୨୨( ଓଡ଼ିଶା ସମାଚାର )- ଖୋର୍ଦ୍ଧା ଜିଲ୍ଲା ସ୍କୁଲ ଓ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଏକ ଜରୁରୀ ବୈଠକ ଓଷ୍ଟା ଜିଲ୍ଲା କାର୍ଯ୍ୟାଳୟ ପଲ୍ଳାଠାରେ ଅନୁଷ୍ଠିତ ହୋଇ ସରକାରଙ୍କ ୭ମ ବେତନ ପ୍ରଦାନ ନିୟମକୁ ତୀବ୍ର ବିରୋଧ କରାଯାଇଅଛି ।୨୦୨୨ ମସିହା ଜାନୁୟାରୀ ୧୧ ତାରିଖରେ ଏ ନେଇ ଯେଉଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ଓ ୫ମାସ ପରେ ତଦନୁଯାୟୀ ଆର୍ଥିକ ପ୍ରଦାନ ନିମନ୍ତେ ପ୍ରକାଶିତ ବିଜ୍ଞପ୍ତି ତାର ସମ୍ପୂର୍ଣ୍ଣ ବ୍ୟତିକ୍ରମ …

Read More »

ପୁରୁଣା ପେନସନ୍ ଦାବିରେ ଓଡ଼ିଶା ପ୍ରାଥମିକ ଶିକ୍ଷକ ସଂଘର ବୈଠକ

କେନ୍ଦ୍ରାପଡ଼ା, ୦୬/୦୬/୨୦୨୨( ଓଡ଼ିଶା ସମାଚାର )-ଓଡ଼ିଶା ପ୍ରାଥମିକ ଶିକ୍ଷକ ସଂଘ, କେନ୍ଦ୍ରାପଡ଼ା ବ୍ଲକ ଶାଖା ପକ୍ଷରୁ ଆପେକ୍ସ ପବ୍ଲିକ ସ୍କୁଲ ନିକଟସ୍ଥ ସଭାଗୃହରେ ଏକ ବୈଠକ ବ୍ଲକ ସଂଘର ସଭାପତି ବିଶ୍ୱବଂଧୁ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବ୍ଲକ ସଂଘର ସଂପାଦକ ସେକ୍ ଖତିବ୍ ବାର୍ଷିକ ବିବରଣୀ ଓ ସମ୍ପାଦକୀୟ ପାଠକରି ଆଜିର ସଭାର ଉଦ୍ଧେଶ୍ୟ ଜ୍ଞାପନ କରିଥିଲେ । କାର୍ଯ୍ୟକାରୀ ସଭାପତି ଏମଡ଼ି ଅସଗର ଅଲ୍ଲୀ, ସଂଗଠନ ସଂପାଦକ ଏମଡି ଫୟାଜୁଦ୍ଧିନ, ଉପ-ସଭାପତି ମନୋରଂଜନ ମହାପାତ୍ର, ସହସଂପାଦିକା ମଂଜୁଲତା …

Read More »

ଦ୍ୱିତୀୟ ପର୍ଯ୍ୟାୟରେ ୯୫ଟି ରୁପାନ୍ତରିତ ବିଦ୍ୟାଳୟ ଲୋକାର୍ପିତ –

ଶିକ୍ଷାଦାନ କ୍ଷେତ୍ରରେ ସାମଗ୍ରିକ ବିକାଶ ହେବ: ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା, ୦୬/୦୬/୨୦୨୨( ଓଡ଼ିଶା ସମାଚାର )-କେନ୍ଦ୍ରାପଡ଼ା ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟରେ ରୁପାନ୍ତରିତ ହୋଇଥିବା ୯୫ଟି ଉଚ୍ଚ ବିଦ୍ୟାଳୟକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସି ମାଧ୍ୟମରେ ଲୋକାର୍ପିତ କରିଛନ୍ତି । ଏହି ଉପଲକ୍ଷେ ଇଚ୍ଛାପୁର ଉଚ୍ଚ ବିଦ୍ୟାଳୟରେ ଏକ ସ୍ୱତନ୍ତ୍ର ସଭାର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଶକ୍ତି ଓ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ରାଜନଗର ବିଧାୟକ …

Read More »

କନ୍ଧମାଳରେ ୭୩ଟି ରୂପାନ୍ତରୀତ ସ୍ମାର୍ଟ ହାଇସ୍କୁଲ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭରଚୁଆଲ ମାଧ୍ୟମରେ ଉଦଘାଟିତ

କନ୍ଧମାଳ,୦୩/୦୬/୨୨(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): ଦ୍ୱିତୀୟ ପର୍ଯ୍ୟାୟ ରେ ହାତକୁ ନିଆଯାଇଥିବା କନ୍ଧମାଳ ଜିଲ୍ଲାର ୭୩ଟି ରୂପାନ୍ତରୀକରଣ ଉଚ୍ଚ ବିଦ୍ୟାଳୟକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚୁଆଲ ମୋଡ଼ରେ ଉଦଘାଟନ କରିଛନ୍ତି। କନ୍ଧମାଳ ଜିଲ୍ଲାର ଚକାପାଦ ବ୍ଲକରେ ହାତକୁ ନିଆଯାଇଥିବା ୭୩ଟି ରୂପାନ୍ତରୀକରଣ ଉଚ୍ଚ ବିଦ୍ୟାଳୟକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚୁଆଲ ମୋଡ଼ରେ ଉଦଘାଟନ କରିଛନ୍ତି। ଚକାପାଦ ବ୍ଲକରେ ହାତକୁ ନିଆଯାଇଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ଶଙ୍କରାଖୋଲ ରେ ଏହି ଜିଲ୍ଲା ସ୍ତରୀୟ ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଆୟୋଜିତ …

Read More »