Wednesday , January 19 2022
Breaking News
Home / ସ୍ୱାସ୍ଥ୍ୟ (page 10)

ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୭୮ କରୋନା ସଂକ୍ରମିତ ଚିହ୍ନଟ, ୩୭ ଜଣ ଶିଶୁ ଆକ୍ରାନ୍ତ ଓ ୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର ,୧୩/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୩ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୭ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ …

Read More »

ସ୍ମାର୍ଟ୍ ସ୍ୱାସ୍ଥ୍ୟ ସେଵାରେ ଯୋଡି ହେଲା ସିଲଭର୍ ସିଟି ଓ କଟକ ଜିଲ୍ଲା

କଟକ ସଦର, ୧୩/୧୨/୨୦୨୧(ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): ପୂର୍ବ ନିର୍ଦ୍ଧାରିତ କାର୍ୟ୍ୟସୂଚୀ ଅନୁଯାୟୀ ଆଜି ସୋମଵାର ଦିନ କଟକ ଜିଲ୍ଲାରେ ଵିଏସକେୱ।ଇ(ଵିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା) କାର୍ଡ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଵଣ୍ଟନ କରିଛନ୍ତି। ଏହି ଉପଲକ୍ଷେ କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ସଭାରେ ମୂଖ୍ୟମନ୍ତ୍ରୀ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ଵଣ୍ଟନର ଶୁଭାରମ୍ଭ କରିଥିବା ଵେଳେ ଜିଲ୍ଲାର ଅନେକ ଗୁଡ଼ିଏ ଦେଢ କୋଟିରୁ ଉର୍ଦ୍ଧ୍ବ ୧୭ ଶହ ୭୦ କୋଟିର …

Read More »

ପୁଣି ଏକାଥରେ ଗୋଟିଏ ବିଦ୍ୟାଳୟର ୪୦ ରୁ ଉର୍ଦ୍ଧ୍ୱ ଛାତ୍ରୀ କରୋନା ଆକ୍ରାନ୍ତ

ଉଦଳା, ୧୨/୧୨/୨୦୨୧(ଓଡ଼ିଶା ସମାଚାର)- ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି । ବରଂ ବଢ଼ିବାରେ ଲାଗିଛି । ସୂଚନାଯୋଗ୍ୟ ଯେ, ଭିମସାରରେ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ ର ସେଣ୍ଟ ମେରି ବାଳିକା ବିଦ୍ୟାଳୟ ର ମୋଟ ୫୩ ଜଣ ଛାତ୍ରୀ କରୋନା ସଂକ୍ରମିତ ହୋଇଥିଲେ । ସେହିପରି  ଠାକୁରମୁଣ୍ଡା ଚମକପୁର ଆବାସିକା ବାଳିକା ବିଦ୍ୟାଳୟର ୨୬ ଛାତ୍ରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ – ୨୦ ଜଣ ଶିଶୁ ଚିହ୍ନଟ , ଜଣେ ମୃତ

ଭୁବନେଶ୍ୱର,୧୨/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୬ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୦ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ …

Read More »

ରଘୁନାଥପୁର ବ୍ଲକ୍ ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା  କାର୍ଡ଼ ବଂଟନ ୧୪ ରୁ

ରଘୁନାଥପୁର, ୧୧/୧୨/୨୦୨୧(ଓଡ଼ିଶା ସମାଚାର)- ରଘୁନାଥପୁର ବ୍ଲକ୍ ର ୧୯ ଗୋଟି ପଂଚାୟତରେ ଆସନ୍ତା ୧୪ ରୁ ୧୬ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରେ ହିତାଧିକାରୀ ମାନଙ୍କୁ  କାର୍ଡ଼ ବଂଟନ କରାଯିବ । ଏଥିପାଇଁ ଏକ ବୈଠକ ବ୍ଲକ୍ ସଭା କକ୍ଷରେ ଅନୁଷ୍ଠିତ ହୋଇ ଯାଇଛି । ବିଡ଼ିଓ ଜିତେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ତହସିଲଦାର ରୂପାଲିକା ଦାସ,ରଘୁଥାଥପୁର …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ର ୧୭୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨୧ ଜଣ ଶିଶୁ ସଂକ୍ରମିତ, ୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୧/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ର ୧୭୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୧ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୧ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୮୬ କରୋନା ସଂକ୍ରମିତ ଚିହ୍ନଟ, ୪୦ ଜଣ ଶିଶୁ ଅକ୍ରାନ୍ତ – ୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର , ୧୦/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧୮ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୦ ଜଣ ଶିଶୁ ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ ୧ ଜଣ, …

Read More »

କ୍ୟାପିଟାଲ ହାଇସ୍କୁଲର ଦୁଇ ଜଣ ଛାତ୍ର କରୋନା ସଂକ୍ରମିତ

 ଭୁବନେଶ୍ୱର ,୦୯/୧୨/୨୦୨୧ (ଓଡ଼ିଶା ସମାଚାର)- କ୍ୟାପିଟାଲ ହାଇସ୍କୁଲର ନବମ ଶ୍ରେଣୀର ଦୁଇ ଜଣ ଛାତ୍ର କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ସ୍କୁଲରେ ବିଏମସି  ପକ୍ଷରୁ ଟେଷ୍ଟିଂ କ୍ୟାମ୍ପ କରାଯାଇଥିଲା । ମୋଟ୍ ୩୭୨ ଜଣଙ୍କର କରୋନା ଟେଷ୍ଟ କରାଯାଇଥିଲା । ସେଥିରୁ ୨ ଜଣ ଛାତ୍ର ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨ ଛାତ୍ର ଏବେ ହୋମ୍ ଆସୋଲେସନରେ ଅଛନ୍ତି । ଏ ନେଇ କ୍ୟାପିଟାଲ ହାଇସ୍କୁଲ ପ୍ରଧାନ ଶିକ୍ଷକ …

Read More »

ବିଧାନସଭା ସଚିବ ଓ ଦୁଇ ଜଣ କରୋନା ସଂକ୍ରମିତ

ଭୁବନେଶ୍ୱର , ୦୯/୧୨/୨୦୨୧ (ଓଡ଼ିଶା ସମାଚାର)- ବିଧାନସଭା ସଚିବ ଦାଶରଥୀ ଶତପଥୀ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ସଚିବଙ୍କ ଡ୍ରାଇଭର ଓ ଅନ୍ୟ ଜଣେ କର୍ମଚାରୀ ମଧ୍ୟ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଏ ନେଇ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର କହିଛନ୍ତି, ବିଧାନସଭା ସଚିବଙ୍କ ସହ ଅନ୍ୟ ଦୁଇ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଚିବଙ୍କ ସଂସ୍ପର୍ଶରେ ଆମେମାନେ ଆସିଥିବାରୁ ଆମର ଆଣ୍ଟିଜେନ୍ ଟେଷ୍ଟ …

Read More »

ଚିନ୍ତା ବଢ଼ାଉଛି ବିଦ୍ୟାଳୟରେ କରୋନା ସଂକ୍ରମଣ

ଯାଜପୁର ୦୭/୧୨/୨୦୨୧ (ଓଡ଼ିଶା ସମାଚାର)- ଭିମସାରରେ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ ର ସେଣ୍ଟ ମେରି ବାଳିକା ବିଦ୍ୟାଳୟ ର ମୋଟ ୫୩ ଜଣ ଛାତ୍ରୀ କରୋନା ସଂକ୍ରମିତ ହୋଇଥିଲେ । ସେହିପରି  ଠାକୁରମୁଣ୍ଡା ଚମକପୁର ଆବାସିକା ବାଳିକା ବିଦ୍ୟାଳୟର ୨୬ ଛାତ୍ରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।  ଏବେ ପୁଣି ଢ଼େଙ୍କାନାଳ ରେ ଏକ ଘରୋଇ ଆବାସିକ ମହାବିଦ୍ୟାଳୟରୁ ୫୬ଜଣ ଛାତ୍ରଛାତ୍ରୀ କରୋନାରେ …

Read More »