Wednesday , January 19 2022
Breaking News
Home / ସ୍ୱାସ୍ଥ୍ୟ (page 3)

ସ୍ୱାସ୍ଥ୍ୟ

ଓଡ଼ିଶା ରେ ଆଉ ୨୮ ଜଣ ନୂଆ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି

ଭୁବନେଶ୍ୱର,୧୦/୧/୨୦୨୨ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ଓଡ଼ିଶା ରେ ଆଉ ୨୮ ଜଣ ନୂଆ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଆଉ ୨୮ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ଆଇଏଲଏସ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଛି । ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ …

Read More »

ଆଉ ୪୮୨୯ କରୋନା ପଜିଟିଭ୍ ଚିହ୍ନଟ , ୪୪୮ ଜଣ ଶିଶୁ ଆକ୍ରାନ୍ତ

ଭୁବନେଶ୍ୱର , ୧୦/୧/୨୦୨୨ (ଓଡ଼ିଶା ସମାଚାର)- ରାଜ୍ୟରେ କରୋନା ସଂକ୍ରମଣ ବଢ଼ି ବଢ଼ି ଚାଲିଛି । ଗତ ଡିସେମ୍ବର ୨୮ରେ ୧୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ସେହିପରି ଡିସେମ୍ବର ୨୯ରେ ୨୨୧ଜଣ, ଡିସେମ୍ବର ୩୦ରେ ୨୨୫ଜଣ, ଡିସେମ୍ବର ୩୧ରେ ୨୨୮ଜଣ, ଜାନୁଆରୀ ୧ରେ ୨୯୮ଜଣ, ଜାନୁଆରୀ ୨ରେ ୪୨୪ ଜଣ, ଜାନୁଆରୀ ୩ ରେ ୪୨୪ ଜଣ, ଗତକାଲି ଜାନୁଆରୀ ୪ ରେ ୬୮୦ ଜଣ …

Read More »

ସୂଚନା ଓ ଲୋକ ସମ୍ପର୍କ ତଥା ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ କରୋନା ଆକ୍ରାନ୍ତ

ଭୁବନେଶ୍ୱର , ୧୦/୧/୨୦୨୨ (ଓଡ଼ିଶା ସମାଚାର)- ସୂଚନା ଓ ଲୋକ ସମ୍ପର୍କ ତଥା ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ କରୋନା ସଂକ୍ରମିତ ହୋଇଛନ୍ତି । ଏ ସମ୍ପର୍କରେ ମନ୍ତ୍ରୀ ନିଯେ ଟୁଇଟର ମାଧ୍ୟମରେ ସୂଚନା ଦେଇଛନ୍ତି । ମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇ ହୋମ ଆଇସୋଲେସନ ରେ ଅଛନ୍ତି ଓ ତାଙ୍କ ସଂଷ୍ପର୍ଶରେ ଯେଉଁମାନେ ଆସିଛନ୍ତି , ସେମାନେ ନିଜ ନିଜର କରୋନା ପରୀକ୍ଷା କରାଇନେବାକୁ ମନ୍ତ୍ରୀ ପରାମର୍ଶ …

Read More »

୪୭୧୪ କରୋନା ପଜିଟିଭ୍ ଚିହ୍ନଟ, ୪୧୬ ଜଣ ଶିଶୁ ସଂକ୍ରମିତ

ଭୁବନେଶ୍ୱର , ୯/୧/୨୦୨୨ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ରାଜ୍ୟରେ କରୋନା ସଂକ୍ରମଣ ବଢ଼ି ବଢ଼ି ଚାଲିଛି । ଗତ ଡିସେମ୍ବର ୨୮ରେ ୧୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ସେହିପରି ଡିସେମ୍ବର ୨୯ରେ ୨୨୧ଜଣ, ଡିସେମ୍ବର ୩୦ରେ ୨୨୫ଜଣ, ଡିସେମ୍ବର ୩୧ରେ ୨୨୮ଜଣ, ଜାନୁଆରୀ ୧ରେ ୨୯୮ଜଣ, ଜାନୁଆରୀ ୨ରେ ୪୨୪ ଜଣ, ଜାନୁଆରୀ ୩ ରେ ୪୨୪ ଜଣ, ଗତକାଲି ଜାନୁଆରୀ ୪ ରେ …

Read More »

ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ, ୬ ଜଣ ବିଦେଶ ଫେରନ୍ତା ଓ ୮ ଜଣ ସ୍ଥାନୀୟ ସଂକ୍ରମିତ – ମୋଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୭୫ କୁ ବୃଦ୍ଧି

ଭୁବନେଶ୍ୱର , ୮/୧/୨୦୨୨ (ଓଡ଼ିଶା ସମାଚାର / ଦୀପ୍ତି ରଂଜନ କାନୁନଗୋ)- ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୭୫ କୁ ବୃଦ୍ଧି ପାଇଛି। ଆଇଏଲ୍ଏସ୍ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ଏହି ସୂଚନା ଦିଆଯାଇଛି। ପୂର୍ବରୁ ରାଜ୍ୟରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୬୧ଥିଲା। ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୩୬୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ, ୪୦୯ ଜଣ ଶିଶୁ ଆକ୍ରାନ୍ତ

ଭୁବନେଶ୍ୱର , ୮/୧/୨୦୨୨ (ଓଡ଼ିଶା ସମାଚାର / ଦୀପ୍ତି ରଂଜନ କାନୁନଗୋ)- ରାଜ୍ୟରେ କରୋନା ସଂକ୍ରମଣ ବଢ଼ି ବଢ଼ି ଚାଲିଛି । ଗତ ଡିସେମ୍ବର ୨୮ରେ ୧୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ସେହିପରି ଡିସେମ୍ବର ୨୯ରେ ୨୨୧ଜଣ, ଡିସେମ୍ବର ୩୦ରେ ୨୨୫ଜଣ, ଡିସେମ୍ବର ୩୧ରେ ୨୨୮ଜଣ, ଜାନୁଆରୀ ୧ରେ ୨୯୮ଜଣ, ଜାନୁଆରୀ ୨ରେ ୪୨୪ ଜଣ, ଜାନୁଆରୀ ୩ ରେ ୪୨୪ ଜଣ, ଜାନୁଆରୀ ୪ …

Read More »

ରୋଗୀକୁ ନଦେଖି ଡାକ୍ତର ଅନ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର : ଅଟୋରେ ଜଣେ ପ୍ରସୂତି ସନ୍ତାନ ପ୍ରସବ: ତଦନ୍ତ ଦାବି

କନ୍ଧମାଳ,, ୮/୧/୨୦୨୨ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଘୁ ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଅଟୋରେ ହିଁ ଜଣେ ପ୍ରସୂତି ସନ୍ତାନ ପ୍ରସବ କରିଛନ୍ତି। ପ୍ରସୂତି ଅଟୋରେ ବସି ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଡାକ୍ତର କିମ୍ବା ନର୍ସ ଆସିଲେ ନାହିଁ। ଏପରକି ରୋଗୀ ନଦେଖି ଡାକ୍ତର ତାଙ୍କୁ ଫୁଲବାଣୀ ସ୍ଥାନାନ୍ତର କରିଦେଲେ ବୋଲି ଅଭିଯୋଗ ହୋଇଛି।ମିଳିଥିବା ସୂଚନା ଅନୁସାରେ, ଗୁରୁବାର ସନ୍ଧ୍ୟା ୭ଟାରେ ନିଲୁଙ୍ଗିଆ ଗ୍ରାମର …

Read More »

ପରିମଳ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

ବାଲିଗୁଡ଼ା, ୮/୧/୨୦୨୨ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ପକ୍ଷରୁ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ପରିମଳ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡ଼ା ଉପଜିଲ୍ଲାପାଳ ତଥା ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼.ଶୁଭଙ୍କର ମହାପାତ୍ରଙ୍କ ପ୍ରଚେଷ୍ଟାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବାଲିଗୁଡ଼ା ଏନ୍ଏସିରେ କାର୍ଯ୍ୟରତ ୬୦ରୁ ଉର୍ଦ୍ଧ୍ବ ପରିମଳ କର୍ମଚାରୀ ନିଜ ସ୍ବାସ୍ଥ୍ୟ କଥା ଭୁଲି ସହରର ଗଳିକନ୍ଦିକୁ …

Read More »

କୁଳିଆ ଠାରେ ଏକ ଶହ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦଘାଟିତ

ନିଶ୍ଚିନ୍ତକୋଇଲି ,୦୭/୦୧/୨୦୨୨(ଓଡିଶା ସମାଚାର /ଅଭୟ ଜେନା )-କଟକ ଜିଲ୍ଲା କୋଲଣପୁର ପଞ୍ଚାୟତ କୁଳିଆ ଆର. ଏମ. ସି ପରିସରରେ ଶହେ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ କୁ ଆଜି ଆଇନ ଓ ପଞ୍ଚାୟତ ରାଜ ମନ୍ତ୍ରୀ ପ୍ରାତାପ ଜେନା ଉଦଘାଟନ କରିଛନ୍ତି । ଏହି ଅବସରରେ ଆୟୋଜିତ ସଭାରେ, ପ୍ରାକ୍ତନ ମନ୍ତ୍ରୀ ତଥା କଟକ ସଦର ବିଧାୟକ ଚନ୍ଦ୍ର ସାରଥୀ ବେହେରା, ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲ, ସାଲେପୁର ବିଧାୟକ …

Read More »

ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କରୋନା ସକ୍ରମିତ

ଭୁବନେଶ୍ୱର , ୭/୧/୨୦୨୨ (ଓଡ଼ିଶା ସମାଚାର)- ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କରୋନା ସକ୍ରମିତ ହୋଇଛନ୍ତି । ତାଙ୍କଠାରେ କୌଣସି ଲକ୍ଷଣ ନଥିଲା । ଗତକାଲି ସେ ନର୍ଲା ଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପୁଷ୍ପେନ୍ଦ୍ର ସିଂଦେଇ ଓ ଅନ୍ୟମାନେ ମଧ୍ୟ ଯୋଗଦେଇଥିଲେ । ହେଲେ ମନ୍ତ୍ରୀ ଶ୍ରୀ ଦାସ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି । …

Read More »