Wednesday , January 19 2022
Breaking News
Home / ସ୍ୱାସ୍ଥ୍ୟ (page 30)

ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୬୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୯/୦୮/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୧୨ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୭୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୨ଜଣ, ବାଲେଶ୍ୱର ଜିଲ୍ଲାରୁ ୬୨ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ …

Read More »

କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଆନ୍ଦୋଳନ ଜୋରଦାର ହେବ

କେନ୍ଦ୍ରାପଡ଼ା, ୦୮/୦୮/୨୦୨୧(ଓଡ଼ିଶା ସମାଚାର)- ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ସୁଧାର ପାଇଁ ମେଡିକାଲ କଲେଜ ଓ ହସପିଟାଲ ପ୍ରତିଷ୍ଠା ନିମନ୍ତେ ଜିଲ୍ଲାର ବିଭିନ୍ନ ଗଣ ସଂଗଠନ ସମେତ ସାଧାରଣ ଜନତା ମିଳିତ କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଦୀର୍ଘଦିନ ଧରି ଦାବି କରି ଆସୁଥିଲେ ମଧ୍ୟ ସରକାର ଏ ସମ୍ପର୍କରେ ନିଷ୍ପତି ଘୋଷଣା କରିବାରେ ଟାଳଟୁଳ ନୀତି ପୋଷଣ କରୁଥିବାରୁ ଜିଲ୍ଲା ମେଡିକାଲ କଲେଜ ପ୍ରତିଷ୍ଠା ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଗଭୀର କ୍ଷୋଭ …

Read More »

କେନ୍ଦ୍ରାପଡା ଜିଲାରେ ଆଜି ୩୨କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୦୮/୦୮/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ରବିିବାର ୩୨ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ୨ଜଣ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୪ଜଣ ଗରଦପୁର ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୧୨, ମହାକାଳପଡା ବ୍ଲକରେ ୩ଜଣ, ମାର୍ଶାଘାଇ ବ୍ଲକରେ ଜଣେ, ପଟ୍ଟାମୁଣ୍ଡାଇ ବ୍ଲକରେ ଜଣେ, ରାଜକନିକା ବ୍ଲକରେ ଜଣେ ଓ କେନ୍ଦ୍ରାପଡା …

Read More »

କୋଭିଡ ର ତୃତୀୟ ଲହର ଓ ଅନୈତିକ ମାନବ ଚାଲାଣ ସମ୍ପର୍କିତ ସଚେତନ କାର୍ଯ୍ୟକ୍ରମ

ବାଲିଗୁଡା,୦୮/୦୮/୨୧(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):କୋଭିଡ ର ତୃତୀୟ ଲହର ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ଓ ପ୍ରଶାସନିକ ସ୍ତରରେ ଜୋରସୋର ରେ  ଉଦ୍ୟମ ଜାରି ରହିଥିବା ବେଳେ ଅନୈତିକ ମାନବ ଚାଲାଣ ଏକ ସମସ୍ୟା ପାଲଟିଛି।ସଚେତନା ର ଅଭାବ ହେତୁ ରୋଜଗାର ଲୋଭ ଦେଖାଇ ଦଲାଲ ମାନେ ଅନୈତିକ କାର୍ଯ୍ୟ ମାନ କରିବାକୁ ଆଗେଇ ଚାଲିଛନ୍ତି । ଏଣୁ ଏସବୁକୁ ରୋକିବା ପାଇଁ କିଛି ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୪୩ କରୋନା ସଂକ୍ରମିତ ଚିହ୍ନଟ , ୬୯ ମୃତ୍ୟୁ

ଭୁବନେଶ୍ୱର,୦୮/୦୮/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୧୮ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୫୨୫ ଜଣ ସ୍ଥାନୀୟ ସଂକ୍ରମିତ । ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪୯ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, …

Read More »

ଜିଲ୍ଲାସ୍ତରୀୟ ଜାତୀୟ କୃମି ନାଶକ କାର୍ଯ୍ୟକ୍ରମର ସଂଯୋଜନା କମିଟି ବୈଠକ

ଜଗତସିଂହପୁର , ୦୭/୦୮/୨୦୨୧(ଓଡ଼ିଶା ସମାଚାର)- ଗତକାଲି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଦ୍ୱାରା ଆୟୋଜିତ ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ କାର୍ଯ୍ୟକ୍ରମ ନିମନ୍ତେ ସଂଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ପୈାରହିତ୍ୟ କରିଥିଲେ । ଚଳିତମାସ ୧୦ ତାରିଖରୁ ହେବାକୁ ଥିବା ଜାତୀୟ କୃମି ନାଶକ ଦିବସ ଏବଂ କାର୍ଯ୍ୟକ୍ରମ ଜୁଲାଇ ୨୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିରେ …

Read More »

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୩୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୭/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୩୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ଜଣେ, ଡ଼େରାବିଶି ବ୍ଲକ୍ ରେ ୮ ଜଣ, ଗରଦପୁର ବ୍ଲକ୍ ରେ ୨ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୧୧ ଜଣ,ମହାକାଳପଡ଼ା ବ୍ଲକ୍ ରେ ଜଣେ,ମାର୍ଶାଘାଇ ବ୍ଲକ୍ ରେ ୩ ଜଣ,ପଟ୍ଟାମୁଣ୍ଡାଇ ବ୍ଲକ୍ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୯୬ କରୋନା ସଂକ୍ରମିତ ଚିହ୍ନଟ, ୬୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୭/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୬୩୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୫୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୦ଜଣ, ବାଲେଶ୍ୱର ଜିଲ୍ଲାରୁ ୭୭ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୨୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୯୨ଜଣ, …

Read More »

ଆଜି କେନ୍ଦ୍ରାପଡ଼ା ଜିଲାରେ ୩୨ ଜଣ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୬/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ୩୨ ଜଣ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ୨ ଜଣ,ଡ଼େରାବିଶ ବ୍ଲକ୍ ରେ ୧୧ ଜଣ, ଗରଦପୁର ବ୍ଲକ୍ ରେ ୨ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୮ ଜଣ,ମହାକାଳପଡ଼ା ବ୍ଲକ୍ ରେ ୩ ଜଣ,ମାର୍ଶାଘାଇ ବ୍ଲକ୍ ରେ ୪ ଜଣ,ପଟ୍ଟାମୁଣ୍ଡାଇ ବ୍ଲକ୍ ରେ୨ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୦୮ କରୋନା ସଂକ୍ରମିତ ଚିହ୍ନଟ, ୬୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୬/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୦୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୫୦୬ ଜଣ ସ୍ଥାନୀୟ ସଂକ୍ରମିତ। ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୬୩ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୭୩ଜଣ, …

Read More »