Thursday , June 30 2022
Breaking News
Home / ସ୍ୱାସ୍ଥ୍ୟ (page 41)

ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୯୬ ଜଣ ଶିଶୁ ସଂକ୍ରମିତ – ୪ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୭/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୬୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ ଜଣ ଶିଶୁ ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ …

Read More »

କଟକ ଵଡ ଡାକ୍ତରଖାନାରେ ଆଉ ଜଣେ ଏକମୋ ଚିକିତ୍ସାଧୀନ ଙ୍କ ମୃତ୍ୟୁ

କଟକ ସଦର , ୧୭/୦୯/୨୦୨୧(ଓଡ଼ିଶା ସମାଚାର/ ବିଷ୍ଣୁ ବେହେରା): କଟକ ଵଡ ଡାକ୍ତରଖାନାରେ ୪ ଜଣ ଏକମୋ ଚିକିତ୍ସାଧିନ ରୋଗୀଙ୍କ ମଧ୍ୟରୁ ଇତିମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ପ୍ରକାଶ ଯେ କିଛି ଦିନ ତଳେ କେନ୍ଦ୍ରାପଡା ଜିଲା ପଟାମୁଣ୍ଡାଇ ଅଞ୍ଚଳର ଜନୈକ ଏକମୋ ଚିକିତ୍ସାଧିନଙ୍କ ମୃତ୍ୟୁ ହୋଇଥିବା ଵେଳେ ଗୋଟିଏ ଦିନ ଅନ୍ତରରେ ଆଉ ଜଣେ ବଲାଙ୍ଗିର ଅଞ୍ଚଳର ମହିଳା ଙ୍କର ମୃତ୍ୟୁ ହୋଇଥିଲା।ଗତ କାଲି ଗୁରୁବାର …

Read More »

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୧୬/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୧୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ କେନ୍ଦ୍ରାପଡ଼ା ବ୍ଲକ୍ ରେ ୩ ଜଣ,ମାର୍ଶାଘାଇ, ପଟ୍ଟାମୁଣ୍ଡାଇ,ରାଜକନିକା ଓ ରାଜନଗର ବ୍ଲକ୍ ରେ ଜଣେ ଲେଖା ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ୩ ଜଣ ଏହିପରି ମୋଟ୍ ୧୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ – ୭୭ ଜଣ ଶିଶୁ ସଂକ୍ରମିତ – ୪ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୬/୦୯/୨୦୨୧(ଓଡ଼ିଶା ସମାଚାର / ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୨୪୪ ଜଣ  ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୭ ଜଣ ଶିଶୁ ଓ କିଶୋର କରୋନା ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧ ଜଣ ଆକ୍ରାନ୍ତ ଚିହ୍ନଟ …

Read More »

ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୧୫/୦୯/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୁଚନା ଅନୁସାରେ କେନ୍ଦ୍ରାପଡ଼ା ବ୍ଲକ୍ ରେ ୨ ଜଣ ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରାପଡ଼ା ମୁନିସିପାଲିଟିରେ ଜଣେ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Read More »

ବୀରମିତ୍ରପୁର ପୌରାଂଚଳରେ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବାଂଟିଲେ ଉତ୍କଳ କେଶରୀ

କେନ୍ଦ୍ରାପଡ଼ା, ୧୪/୦୯/୨୦୨୧(ଓଡ଼ିଶା ସମାଚାର)-ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲାରେ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି । ସେହି ଅନୁଯାଇ ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ବ୍ଲକ ଓ ପୌରାଂଚଳ ଗୁଡିକରେ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବଂଟନ କରାଯାଇଛି । ସୁନ୍ଦରଗଡ ଜିଲ୍ଲାର ବୀରମିତ୍ରପୁର ପୌରାଂଚଳରେ ପୂର୍ବତନ ବିଧାୟକ ତଥା କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଭାପତି ଉତ୍କଳ କେଶରୀ ପରିଡା ଅତିଥି ଭାବରେ ଯୋଗଦେଇ ସେହି …

Read More »

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୬କରୋନା ପଜିଟିଭ

କେନ୍ଦ୍ରାପଡା୧୪/୦୯/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ୬ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ ଆଳି ବ୍ଲକରେ ଜଣେ କରୋନା ପଜିଟିଭ କେଶ ବାହାରିଥିବା ବେଳେ ଗରଦପୁର ବ୍ଲକରେ ଜଣେ, କେନ୍ଦ୍ରାପଡା ବ୍ଲକରେ ୨ଜଣ  ଓ କେନ୍ଦ୍ରାପଡା ପୌରାଂଚଳରେ ୨ଜଣ  କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

Read More »

ସୁନ୍ଦରଗଡ଼ ଜିଲା ପାଇଁ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା/ ଭୁବନେଶ୍ୱର,୧୪/୦୯/୨୦୨୧(ଓଡ଼ିଶା ସମାଚାର)- ଅବିଶ୍ରାନ୍ତ ବର୍ଷା ସତ୍ତ୍ବେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲ ପରିସରରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁନ୍ଦରଗଡ଼ ଜିଲା ପାଇଁ ଏହି ସ୍ୱାସ୍ଥ୍ୟ ସେବାର ଶୁଭାରମ୍ଭ କରି ସେ କହିଛନ୍ତି । ପ୍ରତ୍ୟେକ ପରିବାର ଓ ପ୍ରତ୍ୟେକ ଜୀବନ …

Read More »

ମୂର୍ତ୍ତିର ଉଚ୍ଚତା ପରୋକ୍ଷରେ ସଂକ୍ରମଣ ଵଢାଇଵ: ଡି ଏମ୍ ଇ ଟି

କଟକ ସଦର , ୧୪/୦୯/୨୦୨୧(ଓଡ଼ିଶା ସମାଚାର/ ବିଷ୍ଣୁ ବେହେରା): କଟକ ଦଶହରାରେ ମୂର୍ତ୍ତି ଉଚ୍ଚତା ବୃଦ୍ଧି ଦାଵି ଯୋର ଧରିଥିଵା ଵେଳେ ସରକାର ଏହି ଦାଵିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏଥିପାଇଁ ସରକାରଙ୍କ ପକ୍ଷରୁ ଆହୂତ ବୈଠକର ନିଷ୍ପତିକୁ କଟକ ଜିଲ୍ଲା ବିଜେଡ଼ି ସଭାପତି ତଥା କଟକର ପୂର୍ବତନ ବିଜେଡି ବିଧାୟକ ଋଷି ଓରଫ ଦେବାଶିଷ ସାମନ୍ତରାୟ ସମର୍ଥନ କରିଥିଵାଵେଳେ ସେହି ଶାସକ ଦଳର କଟକ ସାଂସଦ ଵହୁ ଵିଳମ୍ଵରେ ସରକାରଙ୍କ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୫୫ ଜଣ ଶିଶୁ ଆକ୍ରାନ୍ତ – ୪ ମୃତ

ଭୁବନେଶ୍ୱର,୧୪/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୧୭୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୫ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ …

Read More »