Wednesday , January 19 2022
Breaking News
Home / ସ୍ୱାସ୍ଥ୍ୟ (page 5)

ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ, ୧୧୯ ଜଣ ଶିଶୁ ଆକ୍ରାନ୍ତ , ଜଣେ ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର,୪/୧/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବାବେଳେ ୨୮୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୯ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ …

Read More »

ରାଜ୍ୟର ଓମିକ୍ରନ୍ ଓ କରୋନା ସଂକ୍ରମଣ ର ସ୍ଥିତି ନେଇ ଆଜି ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ

ଭୁବନେଶ୍ୱର,୪/୧/୨୦୨୨ (ଓଡ଼ିଶା ସମାଚାର)- ରାଜ୍ୟରେ କରୋନା ସଂକ୍ରମଣ ପୁଣି ବଢ଼ି ବଢ଼ି ଚାଲିଲାଣି । ଆଜି ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଓମିକ୍ରନ୍ ଓ କରୋନା ସଂକ୍ରମଣ ର ସ୍ଥିତି ନେଇ କରିବେ ସମୀକ୍ଷା। ମୁଖ୍ୟ ଶାସନ ସଚିବ ଓ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ଓଡ଼ିଶା ସମାଚାର

Read More »

୧୧ଟି ଜିଲ୍ଲାକୁ ମାଡ଼ିଗଲାଣି ଓମିକ୍ରନ୍ , ପୁରୀ ର ୧୧ ୱାର୍ଡ଼ ରେ ଥିବା ଏକ ହୋଟେଲ କୁ ମାଇକ୍ରୋ କଂଟେନମେଂଟ ଜୋନ୍ ଘୋଷଣା

ଭୁବନେଶ୍ୱର , ୪/୧/୨୦୨୨ (ଓଡ଼ିଶା ସମାଚାର)- ଖୁବ କମ୍ଦିନ ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାକୁ ମାଡ଼ିଗଲାଣି ଓମିକ୍ରନ୍। ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୧ ଜଣ ଚିହ୍ନଟ ହୋଇଥିବାବେଳେ କେନ୍ଦୁଝର ଜିଲାରେ ୭ ଜଣ, ଜଗତସିଂହପୁର ଜିଲାର ୫ ଜଣ,ପୁରୀ ଓ ସମ୍ବଲପୁର ଜିଲା ୩ ଜଣ ଲେଖା, ବୌଦ୍ଧ ଓ ଅନୁଗୁଳ ଜିଲାର ୨ଜଣ ଲେଖା , ବାଲେଶ୍ୱର, କଟକ,ଭଦ୍ରକ ଓ ଗଂଜାମ ଜିଲାର ଜଣେ ଲେଖା ଓମିକ୍ରନ୍ ସଂକ୍ରମିତ …

Read More »

ନବରଙ୍ଗପୁର ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର ଦୁଇ ଜଣ କର୍ମଚାରୀ କୋଭିଡ୍ ସଂକ୍ରମିତ, ୪୮ ଘଂଟା ପାଇଁ ବ୍ୟାଙ୍କ ବନ୍ଦ

ନବରଙ୍ଗପୁର , ୩/୧/୨୦୨୨ (ଓଡ଼ିଶା ସମାଚାର)- ନବରଙ୍ଗପୁର ଏସବିଆଇ ମୁଖ୍ୟ ଶାଖାର ଦୁଇ ଜଣ କର୍ମଚାରୀ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ୪୮ଘଣ୍ଟା ପାଇଁ ଅର୍ଥାତ୍ ସୋମବାର ଓ ମଙ୍ଗଳବାର ଗ୍ରାହକ ସେବା ସମ୍ପୂର୍ଣ୍ଣ ବନ୍ଦ ରହିବ । ସୋମବାର ଜିଲ୍ଲାରେ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Read More »

ରାଜ୍ୟରେ କରୋନା ସହିତ ତାଳଦେଇ ଓମିକ୍ରନ୍ ସଂକ୍ରମଣ ବଢ଼ୁଛି

ଭୁବନେଶ୍ୱର , ୩/୧/୨୦୨୨ (ଓଡ଼ିଶା ସମାଚାର)-ଗତ କିଛି ଦିନ ହେଲା ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ି ଚାଲିଥିବା ବେଳେ ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା ମଧ୍ୟ ଉଦ୍ବେଗଜନକ ଭାବେ ବୃଦ୍ଧି ପାଉଛି। ରବିବାର ଗୋଟିଏ ଦିନରେ ୨୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧ ଜଣ ବିଦେଶ (ଫିନଲାଣ୍ଡ, ଓମାନ, ସାଉଦି ଆରବ, ଦୁବାଇ ଓ ସିରିଆ) ଫେରନ୍ତା ହୋଇଥିବା ବେଳେ ଦୁଇ ଜଣ …

Read More »

ଲମ୍ବଡ଼ିଆଁ ମାରିଲା ଓମିକ୍ରନ୍ , ଆଉ ୨୩ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ – ମୋଟ୍ ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା ୩୭ କୁ ବୃଦ୍ଧି

ଭୁବନେଶ୍ୱର , ୨/୧/୨୦୨୨ (ଓଡ଼ିଶା ସମାଚାର)- ଓଡ଼ିଶା ରେ ଲମ୍ବଡ଼ିଆଁ ମାରିଛି ଓମିକ୍ରନ୍ । ଏକା ଥରକେ ଆଉ ୨୩ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯ଜଣ ପୁରୁଷ ଓ ୪ ଜଣ ମହିଳା । ଆଜିର ଓମିକ୍ରନ ମାମଲାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି । ପୂର୍ବରୁ ରାଜ୍ୟରେ ୧୪ ଓମିକ୍ରନ ମାମଲା ଚିହ୍ନଟ ହୋଇଥିଲେ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ, ୬୭ ଜଣ ଶିଶୁ ଆକ୍ରାନ୍ତ , ଜଣେ ମୃତ

ଭୁବନେଶ୍ୱର , ୨/୧/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୭୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୭ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୩ ଜଣ ଶିଶୁ ଆକ୍ରାନ୍ତ, ୨ ଜଣ ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର,୦୧/୦୧/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୬ ଜଣ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର …

Read More »

ଭଦ୍ରକ ଜିଲାରୁ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ , ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତ ଙ୍କ ସଂଖ୍ୟା ୧୫ କୁ ବୃଦ୍ଧି

ଭଦ୍ରକ/ ଭୁବନେଶ୍ୱର , ୩୧/୧୨/୨୦୨୧ (ଓଡ଼ିଶା ସମାଚାର)- ଭଦ୍ରକ ଜିଲ୍ଲାରୁ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛି । ସାଉଦୀ ଆରବରୁ ଭଦ୍ରକର ପୁରୁଣାବଜାର ସ୍ଥିତ ୧୮ ନମ୍ବର ୱାର୍ଡର ମୁଲଣାସାହି ଅଞ୍ଚଳକୁ ଫେରିଥିବା ଜଣେ ଯୁବକ ଓମିକ୍ରନ୍ ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସନ୍ତୋଷ କୁମାର ପାତ୍ର ଙ୍କ ଠାରୁ ସୂଚନା ମିଳିଛି। ସାଉଦୀ ଆରବରୁ ଭଦ୍ରକର ନିଜ ଘରକୁ …

Read More »

ଷ୍ଟାଫ ନର୍ସ ର୍ଶୈଳବାଳା ରଥଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଭୁବନ,୩୧/୧୨/୨୦୨୧ (ଓଡ଼ିଶା ସମାଚାର)- ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବରିଷ୍ଠ ଷ୍ଟାଫ ନର୍ସ ଶୈଳବାଳା ରଥ ଙ୍କୁ ଆଜି ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡା. ଋମେଶ କୁମାର ସାହୁ ଙ୍କ ଅଧ୍ୟକ୍ଷତା ଓ  ଆକାଉଟାନ୍ଟ ଶୁଭକାନ୍ତ ଆଚାର୍ଯ୍ୟ  ଙ୍କ ପରିଚାଳନାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ଷ୍ଟାଫ ନର୍ସ ଶ୍ରୀମତୀ ରଥ ଭାବବିହ୍ୱଳ ହୋଇ ନିଜର ବକ୍ତବ୍ୟ ପ୍ରଦାନ କରିବା ସହ ତାଙ୍କ ଜ୍ଞାତ କିମ୍ବା …

Read More »