Thursday , June 30 2022
Breaking News
Home / ସ୍ୱାସ୍ଥ୍ୟ (page 50)

ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୪୩ କରୋନା ସଂକ୍ରମିତ ଚିହ୍ନଟ , ୬୯ ମୃତ୍ୟୁ

ଭୁବନେଶ୍ୱର,୦୮/୦୮/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୧୮ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୫୨୫ ଜଣ ସ୍ଥାନୀୟ ସଂକ୍ରମିତ । ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪୯ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, …

Read More »

ଜିଲ୍ଲାସ୍ତରୀୟ ଜାତୀୟ କୃମି ନାଶକ କାର୍ଯ୍ୟକ୍ରମର ସଂଯୋଜନା କମିଟି ବୈଠକ

ଜଗତସିଂହପୁର , ୦୭/୦୮/୨୦୨୧(ଓଡ଼ିଶା ସମାଚାର)- ଗତକାଲି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଦ୍ୱାରା ଆୟୋଜିତ ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ କାର୍ଯ୍ୟକ୍ରମ ନିମନ୍ତେ ସଂଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ପୈାରହିତ୍ୟ କରିଥିଲେ । ଚଳିତମାସ ୧୦ ତାରିଖରୁ ହେବାକୁ ଥିବା ଜାତୀୟ କୃମି ନାଶକ ଦିବସ ଏବଂ କାର୍ଯ୍ୟକ୍ରମ ଜୁଲାଇ ୨୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିରେ …

Read More »

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୩୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୭/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ ୩୬ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ଜଣେ, ଡ଼େରାବିଶି ବ୍ଲକ୍ ରେ ୮ ଜଣ, ଗରଦପୁର ବ୍ଲକ୍ ରେ ୨ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୧୧ ଜଣ,ମହାକାଳପଡ଼ା ବ୍ଲକ୍ ରେ ଜଣେ,ମାର୍ଶାଘାଇ ବ୍ଲକ୍ ରେ ୩ ଜଣ,ପଟ୍ଟାମୁଣ୍ଡାଇ ବ୍ଲକ୍ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୯୬ କରୋନା ସଂକ୍ରମିତ ଚିହ୍ନଟ, ୬୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୭/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୬୩୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୫୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୦ଜଣ, ବାଲେଶ୍ୱର ଜିଲ୍ଲାରୁ ୭୭ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୨୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୯୨ଜଣ, …

Read More »

ଆଜି କେନ୍ଦ୍ରାପଡ଼ା ଜିଲାରେ ୩୨ ଜଣ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା,୦୬/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ୩୨ ଜଣ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଳି ବ୍ଲକ୍ ରେ ୨ ଜଣ,ଡ଼େରାବିଶ ବ୍ଲକ୍ ରେ ୧୧ ଜଣ, ଗରଦପୁର ବ୍ଲକ୍ ରେ ୨ ଜଣ,କେନ୍ଦ୍ରାପଡ଼ା ବ୍ଲକ୍ ରେ ୮ ଜଣ,ମହାକାଳପଡ଼ା ବ୍ଲକ୍ ରେ ୩ ଜଣ,ମାର୍ଶାଘାଇ ବ୍ଲକ୍ ରେ ୪ ଜଣ,ପଟ୍ଟାମୁଣ୍ଡାଇ ବ୍ଲକ୍ ରେ୨ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୦୮ କରୋନା ସଂକ୍ରମିତ ଚିହ୍ନଟ, ୬୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୬/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୨୦୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୫୦୬ ଜଣ ସ୍ଥାନୀୟ ସଂକ୍ରମିତ। ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୬୩ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୭୩ଜଣ, …

Read More »

କୋଭିଡ୍ ପରୀକ୍ଷା କୁ ନେଇ ଅସନ୍ତୋଷ – ଅଧାରୁ ବନ୍ଦ ରହିଲା ପରୀକ୍ଷଣ

ପାରାଦ୍ୱୀପ,୦୫/୦୮/୨୦୨୧(ଓଡ଼ିଶା ସମାଚାର)- ପାରାଦୀପ ର ଷଣ୍ଢକୁଦ ବସ୍ତି ୧୮ ନମ୍ବର ଓାର୍ଡ ରେ ରାଜ୍ୟ ସରକାରଙ୍କ ପକ୍ଷରୁ କୋଭିଡ୍ ପରୀକ୍ଷା ଗୁରୁବାର ଦିନ କରାଯାଉଥିଲା । ବସ୍ତି ର ଲୋକମାନେ ଆସି ଏଠାରେ କୋଭିଡ୍ ପରୀକ୍ଷା କରାଉଥିଲେ । ପ୍ରାୟ ୧୨୦ ଜଣ ଲୋକଙ୍କର ଆନ୍ଟିଜେନ୍ ପରୀକ୍ଷା କରାଯାଇଥିଲ । ବସ୍ତି ର ନୋଳିଆ ସାହି ପ୍ରାଥମିକ ବିଦ୍ୟାଳୟ ନିକଟ ରେ ଏହି ପରୀକ୍ଷା ଚାଲିଥିବା ବେଳେ ବସ୍ତିର କିଛି …

Read More »

ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୪୩ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ

କେନ୍ଦ୍ରାପଡ଼ା, ୦୫/୦୮/୨୦୨୧(ଓଡ଼ିଶା ସମାଚାର)- ଆଜି କେନ୍ଦ୍ରାପଡ଼ା ଜିଲାରେ ମୋଟ୍ ୪୩ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ଡ଼େରାବିଶ ବ୍ଲକ୍ ରେ ୯ ଜଣ ଚିହ୍ନଟ ହୋଇଥିବାବେଳେ ଗରଦପୁର ବ୍ଲକ୍ ରେ ୭ ଜଣ, କେନ୍ଦ୍ରାପଡ଼ା ବ୍ଲକ୍ ରେ ୧୨ ଜଣ, ମହାକାଳପଡ଼ା ବ୍ଲକ୍ ରେ ୫ ଜଣ, ମାର୍ଶାଘାଇ ବ୍ଲକ୍ ରେ …

Read More »

ଓଡ଼ିଶା ରେ ୧୩୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୫/୦୮/୨୦୨୧(ଓଡ଼ିଶା ସମାଚାର/ଲିପ୍ସା ମିଶ୍ର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୩୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୭୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୫୬୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫୯ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୪୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, …

Read More »

ଡେଙ୍ଗୁ ସଚେତନତା ଓ ନିରାକରଣ କାର୍ଯ୍ୟକ୍ରମ

ଭୁବନେଶ୍ୱର ୦୫/୦୮/୨୦୨୧(ଓଡ଼ିଶା ସମାଚାର)- ବର୍ତମାନସମୟରେ ଡେଙ୍ଗୁ ମହାବ୍ୟାଧି ସହରରେ ନିଜକାୟା ବିସ୍ତାର କରିସାରିଲାଣି । ୭୦୦ ରୁ ଉର୍ଦ୍ଧଲୋକ ଏହି ବ୍ୟାଧିରେ ଆକ୍ରାନ୍ତ । ଏତେ ଦିନପରେ ବି ରାଜ୍ୟ ସରକାର ଓ ବିଏମସି ଏହିସମ୍ବେଦନଶୀଳ ପ୍ରସଙ୍ଗରେ କୌଣସି ଆଖିଦୃଶୀୟ ପଦକ୍ଷେପ ନେଇପାରିଲେ ନାହିଁ । ଗତକାଲି ଜିଲ୍ଲା କଂଗ୍ରେସ ପକ୍ଷରୁ ମଧ୍ୟମ ନିର୍ବାଚନ ମଣ୍ଡଳୀରେ ଡେଙ୍ଗୁ ସମ୍ପର୍କରେ ଜନସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା । ଅନୁରୂପ ଭାବେ ବ୍ଲକ ସଭାପତି …

Read More »