Thursday , June 30 2022
Breaking News
Home / ସ୍ୱାସ୍ଥ୍ୟ (page 60)

ସ୍ୱାସ୍ଥ୍ୟ

ବେଦାନ୍ତ ପକ୍ଷରୁ ଓଡ଼ିଶାର କଳାହାଣ୍ଡିରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ

• ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଭର୍ଚୁଆଲ ସମାରୋହରେ ଏହି ହସ୍ପିଟାଲ କୁ ଜନ ସାଧାରଣଙ୍କ ଉଦ୍ଧେଶ୍ୟରେ ଉତ୍ସର୍ଗ କରିଛନ୍ତି । • ଓଡ଼ିଶାର କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ସରକାରୀ ଇଞ୍ଜିନିୟରିଂ କଲେଜରେ ୨୦୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ଜଟିଳ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲ ସ୍ଥାପିତ କରାଯାଇଛି । • ଏହି ହସପିଟାଲରେ ୧୬ଟି ଆଇସିୟୁ ଓ ଏଚଡିୟୁ ଶଯ୍ୟା ସହ ଓଡ଼ିଶାର ପ୍ରଥମ …

Read More »

୩୪୨୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୪୨ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୯/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୫୪ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୪୭୩ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬୧ଜଣ, ବରଗଡ଼ ଜିଲ୍ଲାରୁ ୫୨ଜଣ, ଭଦ୍ରକ ଜିଲ୍ଲାରୁ ୧୩୯ଜଣ, ବଲାଙ୍ଗୀର …

Read More »

ଜିଲ୍ଲାରେ କୋଭିଡ ସଂକ୍ରମଣ ହ୍ରାସ ପାଉଛି – ଜିଲ୍ଲାପାଳ

କେନ୍ଦ୍ରାପଡ଼ା, ୧୮/୦୬/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟ ସରକାରଙ୍କ ଲକଡାଉନ ଓ ସଟଡାଉନ ନିୟମ ଜିଲ୍ଲାରେ କଡାକଡି ଭାବେ ଅନୁପାଳନ କରାଯାଉଥିବାରୁ କୋଭିଡ ସଂକ୍ରମଣ ହ୍ରାସ ପାଉଛି । ଏହା ନିଶ୍ଚିତ ଭାବେ ଏକ ଭଲ ସେଙ୍କତ ବୋଲି ଜିଲ୍ଲାପାଳ କହିଛନ୍ତି  । ସଂପ୍ରତି ଜିଲ୍ଲାରେ ସଂକ୍ରମଣ ହାର ପାଖାପାଖି ୫ପ୍ରତିଶତ ଥିବାବେଳେ ଆଗାମୀ ୧୫ଦିନ ଆଂଶିକ ଲକଡାଉନ ପରେ ଏହା କ୍ରମଶଃ ହ୍ରାସପାଇ କେନ୍ଦ୍ରାପଡା ଜିଲ୍ଲା ସଂକ୍ରମଣ ଶୁନ୍ୟ ହେବ ବୋଲି …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ୩,୮୦୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୩୭ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮/୦୬/୨୦୨୧(ଓଡ଼ିଶା ସମାଚାର/ ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୩,୮୦୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୭୨ଜଣ ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା ବେଳେ ୧୬୩୪ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨୦ଜଣ, ବରଗଡ଼ ଜିଲ୍ଲାରୁ ୫୮ଜଣ, ଭଦ୍ରକ ଜିଲ୍ଲାରୁ ୧୫୮ଜଣ, ବଲାଙ୍ଗୀର ଜିଲ୍ଲାରୁ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩,୬୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୩୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୭/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩,୬୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨,୦୬୯ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧,୫୬୨ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬୨ଜଣ, ବରଗଡ଼ ଜିଲ୍ଲାରୁ ୫୦ଜଣ, ଭଦ୍ରକ ଜିଲ୍ଲାରୁ ୧୭୮ଜଣ, ବଲାଙ୍ଗୀର …

Read More »

୩୫୩୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୪୪ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୬/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୧୬ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୧୫୧୯ଜଣ ଲୋକାଲ୍ କେସ୍ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୮୬ଜଣ, ଭଦ୍ରକ ଜିଲ୍ଲାରୁ ୧୮୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ …

Read More »

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୭୩ କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୧୫/୦୬/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର ୭୩ ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ   ଆଳି ବ୍ଲକରେ ୧୨ଜଣ  କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶି ବ୍ଲକରେ ୧୧,  ଗରଦପୁର ବ୍ଲକରେ ୪ଜଣ, କେନ୍ଦ୍ରାପଡା ବ୍ଲକରେ ୧୪, ମହାକାଳପଡା ବ୍ଲକରେ ୩, ମାର୍ଶାଘାଇ ବ୍ଲକର ୨, ପଟ୍ଟାମୁଣ୍ଡାଇ ବ୍ଲକରେ ୧୩, ରାଜକନିକା ବ୍ଲକରେ ୪, ରାଜନଗର …

Read More »

ଭେନ୍ଟିଲେଟର୍ ଆମ୍ବୁଲାନ୍ସ ଓ ମୁକ୍ତିରଥ ସେବା ଆରମ୍ଭ

ପାରାଦୀପ,୧୫/୦୬/୨୦୨୧(ଓଡ଼ିଶା ସମାଚାର)-ପାରାଦୀପ ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ପାଇଁ ବିଜେପ ନେତା ତଥା ସମାଜସେବୀ ସଂପଦ ସ୍ୱାଇଁ ଜୁନ ୭ତାରିଖରୁ ଆରମ୍ଭ କରିଥିବା ‘ସ୍ୱାସ୍ଥ୍ୟ ହିଁ ସଂପଦ’ ସେବା ଅଭିଯାନରେ ପୁଣି ଆଜି ଆଉ ଦୁଇଟି ଜରୁରୀକାଳୀନ ସେବାକୁ ସାମିଲ କରିଛନ୍ତି । ଏହି ପରିପ୍ରେକ୍ଷିରେ ପାରାଦୀପର ଅଟଳ ବିହାରୀ ଟ୍ରଷ୍ଟ କାର୍ଯ୍ୟାଳୟରେ ଏହି ଦୁଇ ଜରୁରୀକାଳୀନ ସେବାକୁ ପାରାଦୀପ ନିର୍ବାଚନ ମଣ୍ଡଳୀବାସୀଙ୍କ ପାଇଁ ଉତ୍ସର୍ଗ କରାଯାଇଛି । ପାରାଦୀପ କୋଭିଡ୍ …

Read More »

୧୮ ରୁ ୪୪ ବର୍ଷଙ୍କୁ ଟୀକାକରଣରେ ବିଳମ୍ବ -ପାରାଦୀପର ଯୁବବର୍ଗଙ୍କ ମଧ୍ୟରେ ଅସନ୍ତୋଷ

ପାରାଦୀପ,୧୫/୦୬/୨୦୨୧(ଓଡ଼ିଶା ସମାଚାର)-କଟକ, ଭୁବନେଶ୍ୱର ମହାନଗର ନିଗମର ୧୮ ରୁ ୪୪ ବର୍ଷ ଯୁବ ବର୍ଗଙ୍କୁ ଟୀକାକରଣର ସଫଳତା ପରେ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଏହି କାର୍ଯ୍ୟକ୍ରମ ଆରମ୍ଭ କଲେଣି । ରାଜ୍ୟର ଶିଳ୍ପ ତଥା ବନ୍ଦର ସହର ପାରାଦୀପରେ ଆଜି ଯାଏ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇ ପାରିଲାନି । ରାଜ୍ୟର ଅନ୍ୟତମ ଧନିକ ମୁ୍ୟନିସିପାଲିଟି ପାରାଦୀପର ଲୋକ ସଂଖ୍ୟା ପ୍ରାୟ ୭୦ ହଜାର । ଏଠାରେ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ ନୂତନ  କରୋନା ସଂକ୍ରମିତ ଚିହ୍ନଟ – ୪୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-  ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ ନୂତନ  କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୪୬୩ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୬୬ଜଣ, ଭଦ୍ରକ ଜିଲ୍ଲାରୁ ୧୭୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୫୯ଜଣ, …

Read More »