Sunday , May 22 2022
Breaking News
Home / ସ୍ୱାସ୍ଥ୍ୟ (page 8)

ସ୍ୱାସ୍ଥ୍ୟ

ପଦ୍ମପୁର ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର 

ଗରଦପୁର, ୨୪/୦୩/୨୦୨୨( ଓଡ଼ିଶା ସମାଚାର )-ଗରଦପୁର ବ୍ଳକ ଅନ୍ତର୍ଗତ ପଦ୍ମପୁର ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଆଜି ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଟିତ ହୋଇଯାଇଛି । ଏହି ଶିବିରରେ ପଦ୍ମପୁର ପଂଚାୟତର ବିଭିନ୍ନ ଗ୍ରାମ ସହିତ ପାଶ୍ୱର୍ବର୍ତୀ ଗ୍ରାମଗୁଡିକରୁ ୭୦ରୁ ଉଦ୍ଧ୍ୱ୍ୱର୍ ବିଭିନ୍ନ ପ୍ରକାରର ଚକ୍ଷୁ ରୋଗୀ ଶିବିରରେ ପହଂଚି ସେମାନଙ୍କ ଚକ୍ଷୁ ପରୀକ୍ଷା କରାଇଥିଲେ । ପଦ୍ମପୁର ଗ୍ରାମ ପଂଚାୟତ ଓ ପାଟକୁରା ମେଡିକାଲ ର …

Read More »

୯ ଜଣ ଶିଶୁ ଙ୍କ ସମେତ ୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୨୪/୦୩/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା …

Read More »

ଯକ୍ଷ୍ମାମୁକ୍ତଖୋର୍ଦ୍ଧାପାଇଁ ସାମଗ୍ରୀକ ପ୍ରୟାସ, ନିବେଶ ଏବଂ ପ୍ରତିବଦ୍ଧତା ଆବଶ୍ୟକ

ଖୋର୍ଦ୍ଧା, ୨୩/୦୩/୨୦୨୨( ଓଡ଼ିଶା ସମାଚାର )-  ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ସହଯୋଗ’ ଭୁବନେଶ୍ୱର,ଏନ.ଟି.ଇପି-ଖୋର୍ଦ୍ଧାଏବଂ ପରିବେଶ ସୁରକ୍ଷା ଅଭିଯାନ, ଭୁବନେଶ୍ୱରଙ୍କ ମିଳତ ପ୍ରୟାସରେ ବିଭିନ୍ନ ବର୍ଗ ହିତାଧିକାରୀଙ୍କୁନେଇ ବିଶ୍ୱ ଯକ୍ଷ୍ମା ଦିବସ -୨୦୨୨ ଅବସରରେ ଏକ କର୍ମଶାଳା ସ୍ୱାସ୍ଥ୍ୟ ଏବଂ ଆରୋଗ୍ୟ କେନ୍ଦ୍ର, ମଳିପଡ଼ା ପରିସରରେ ଅନୁଷ୍ଠିତ ହୋଇଯାଇଛି ।ପ୍ରାରମ୍ଭରେ ପ୍ରକାଶ ଚନ୍ଦ୍ର ଚମ୍ପତିରାୟ ଏସ.ଟିଏସ ଖୋର୍ଦ୍ଧା ସ୍ୱାଗତ ଅଭିଭାଷଣ ଦେଇଥିଲେ । ସହଯୋଗ ଅନୁଷ୍ଠାନର ସମ୍ପାଦିକା ବିଜୟଲକ୍ଷ୍ମୀ ରାଉତରାୟ ବିଭିନ୍ନ ବର୍ଗ …

Read More »

୧୩ ଶିଶୁ ଙ୍କ ସମେତ ୬୦ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୩/୦୩/୨୦୨୨( ଓଡ଼ିଶା ସମାଚାର )-  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ …

Read More »

୬ ଜଣ ଶିଶୁ ଙ୍କ ସମେତ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୨/୦୩/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯ ଜଣ କ୍ୱାରେଣ୍ଟାଇନ୍ ରୁ ଓ ୧୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬ ଜଣ ଶିଶୁ ରହିଛନ୍ତି ।୧୧ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ …

Read More »

୮ ଜଣ ଶିଶୁ ଙ୍କ ସମେତ ୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୨୦/୦୩/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ …

Read More »

୧୫ ଶିଶୁ ଙ୍କ ସମେତ ୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୯/୦୩/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଉ ୭୨ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରେ ସଙ୍ଗରୋଧରୁ ୪୨, ସ୍ଥାନୀୟ ଅଂଚଳରୁ ୩୦ ଓ ୧୮ ବର୍ଷ ବୟସ ମଧ୍ୟରେ ୧୫ ଜଣ ଶିଶୁ ଅଛନ୍ତି।ଏହି ଆକ୍ରାନ୍ତଂକ ମଧ୍ୟରେ ଗଂଜାମରୁ ସର୍ବାଧିକ ୧୭ ଜଣ ଥିବାବେଳେ ଖୋର୍ଦ୍ଧାରୁ ୯, ସୁନ୍ଦରଗଡ଼ ଓ ଗଜପତିରୁ ୭ ଜଣ ଲେଖାଏଁ, ବରଗଡ଼, ଯାଜପୁର …

Read More »

୯ ଜଣ ଶିଶୁ ଙ୍କ ସମେତ ୧୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ,୧୮/୦୩/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯ ଜଣ ଶିଶୁ ରହିଛନ୍ତି ।ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ …

Read More »

୨୨ ଜଣ ଶିଶୁ ଙ୍କ ସମେତ ୧୦୫ କରୋନା ସଂକ୍ରମିତ ଚିହ୍ନଟ, ଜଣେ ସଂକ୍ରିତଙ୍କ ମୃତ୍ୟୁ

ଭୁବନେଶ୍ୱର ୧୭/୦୩/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୨ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର …

Read More »

ରୋଗୀ ଙ୍କୁ ଡାକ୍ତର ଙ୍କ ନିସ୍ତୁକ ମାଡ଼ ମାରିବା ଘଟଣା କୁ ନେଇ ମୁଖ୍ୟ ରାସ୍ତା ଅବରୋଧ

 କଳାହାଣ୍ଡି , ୧୪/୦୩/୨୦୨୨ (ଓଡିଶା ସମାଚାର /ସଂଜୟ ସିଂହ)- କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତର ଖାନାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ରୋଗୀ କୁ କାର୍ୟ୍ୟରତ ଡାକ୍ତର ମାଡ଼ ମାରିବା ଘଟଣା ଏବେ ଉଗ୍ରରୂପ ଧାରଣ କରିଛି । ଆଜି ସକାଳୁ ସକାଳୁ ପରିବାର ଲୋକେ ରାସ୍ତା ଅବରୋଧ କରି ପ୍ରତିବାଦ କରୁଥିବା ବେଳେ ଜନସାଧାରଣ ମଧ୍ୟ ପୂର୍ଣ୍ଣ ସହ ଯୋଗ କରିଛନ୍ତି। ତେବେ ସମ୍ପୃକ୍ତ …

Read More »