Thursday , June 30 2022
Breaking News
Home / ସ୍ୱାସ୍ଥ୍ୟ (page 88)

ସ୍ୱାସ୍ଥ୍ୟ

୨୪୫ କରୋନା ସଂକ୍ରମିତ ଚିହ୍ନଟ , ୨ ଜଣ ସଂଙ୍କ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୦୮/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ୨ ଜଣ ପୁରୁଷ । ଜଣେ ଭୁବନେଶ୍ୱରର ୮୩ ବର୍ଷ ବୟସ୍କ ପୁରୁଷ ଓ ଅନ୍ୟ ଜଣେ ନୟାଗଡ଼ ଜିଲାର ୩୭ ବର୍ଷ ବୟସ୍କ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୦କୁ ବୃଦ୍ଧି ପାଇଛି …

Read More »

ଅନ୍ଦୋଳନକୁ ତୀବ୍ରତର କରିବାକୁ ମେଡିକାଲ କଲେଜ ମିଳିତ କ୍ରୀୟାନୁଷ୍ଠାନ କମିଟିର ପ୍ରସ୍ତୁତି

କେନ୍ଦ୍ରାପଡା, ୦୭/୦୧/୨୦୨୧ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଗଠିତ ମିଳିତ କ୍ରୀୟାନୁଷ୍ଠାନ କମିଟିର ଏକ ବୈଠକ ଗୁରୁବାର ପୂର୍ବାହ୍ନରେ ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ପ୍ରାଧ୍ୟାପକ ନନ୍ଦ କିଶୋର ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ଦିନରେ ହେବାକୁ ଥିବା ଆନ୍ଦୋଳନ ଓ ସଂଗଠନ ସମ୍ପର୍କରେ ଏହି ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ପ୍ରାରମ୍ଭରେ ଆଇନଜୀବି ରମଣୀରଞ୍ଜନ ରାଉତରାୟ ବୈଠକର …

Read More »

ଜଣେ କରୋନା ସଂକ୍ରମିତ ଙ୍କ ମୃତ୍ୟୁ – ୨୩୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୭/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୮କୁ ବୃଦ୍ଧି ପାଇଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା …

Read More »

୨୩୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର, ୦୬/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରୁ ୨୩୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି । ୨୩୦ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩୧ଜଣ, ଅନୁଗୁଳରୁ ୩୦ଜଣ,ବଲାଙ୍ଗୀରରୁ ୧୭ଜଣ, ଖୋର୍ଧାରୁ ୧୭ଜଣ, ମୟୂରଭଞ୍ଜରୁ ୧୪ଜଣ, ବାଲେଶ୍ବରରୁ ୧୩ଜଣ, ସମ୍ବଲପୁରରୁ ୧୩ଜଣ, କଟକରୁ ୧୨ଜଣ, ଯାଜପୁରରୁ ୧୨ଜଣ, କେନ୍ଦ୍ରାପଡ଼ାରୁ ୧୨ଜଣ, ନୂଆପଡ଼ାରୁ ୧୦ଜଣ, ଝାରସୁଗୁଡ଼ାରୁ ୯ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। …

Read More »

ଖୁସିର ଖବର ୨୪ ଘଣ୍ଟା ମଧ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଶୂନ୍ୟ

ଭୁବନେଶ୍ୱର, ୦୬/୦୧/୨୦୨୧ (ଓଡ଼ିଶା ସମାଚାର)- ଖୁସିର ଖବର , ଦୀର୍ଘ ୬ ମାସ ପରେ ଗତ ୨୪ ଘଣ୍ଟା ମଧ୍ୟରେ କେହି ହେଲେ ବି କରୋନା ସଂକ୍ରମିତ ପ୍ରାଣ ହରାଇନାହାନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭ରେ ସ୍ଥିର ରହିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟର ରେ ଟ୍ବିଟ୍ରେ କହିଛନ୍ତି ଯେ, ‘ଖୁସି ଖବର, ଦୀର୍ଘ ୬ମାସ ପରେ …

Read More »

୩ ମାସ ପାଇଁ ଆନ୍ଦୋଳନକୁ ସ୍ଥଗିତ ରଖିଲେ ନର୍ସିଂ ଅଧିକାରୀ

ଭୁବନେଶ୍ୱର, ୦୬/୦୧/୨୦୨୧ (ଓଡ଼ିଶା ସମାଚାର)- ଚାକିରୀ ଜନିତ ଏକାଧିକ ସମସ୍ୟାକୁ ନେଇ ଓଡ଼ିଶା ନର୍ସିଂ ଏମ୍ପ୍ଲୋଇଜ ଆସୋସିଏସନ ପକ୍ଷରୁ ଗତ ୨୭ ତାରିଖରୁ ଆରମ୍ଭ ହୋଇଥିବା ଆନ୍ଦୋଳନକୁ ଆସନ୍ତା ୩ ମାସ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱାସ୍ଥ୍ୟ ସଚିବ ଦାୟିତ୍ୱରେ ଥିବା ବରିଷ୍ଠ ପ୍ରଶାସକ ଶ୍ରୀଯୁକ୍ତ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ସହିତ ଆସୋସିଏସନର ହୋଇଥିବା ସୌହାର୍ଦ୍ଧ୍ୟପୂର୍ଣ୍ଣ ଆଲୋଚନାଭିତିରେ ଏଭଳି ନିଷ୍ପତି ନିଆଯାଇଥିବା …

Read More »

୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୧୯୮ ଜଣ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୫/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ୨ ମୃତକଙ୍କ ମଧ୍ୟରେ ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Read More »

୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୧୮୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୪/୦୧/୨୦୨୧ (ଓଡ଼ିଶା ସମାଚାର)- ୨୪ ଘଣ୍ଟା ମଧ୍ୟରେ   ୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ୨ ମୃତକଙ୍କ ମଧ୍ୟରେ ବାଲେଶ୍ବର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ୨ ମୃତକ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୫କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ …

Read More »

ବହୁ ପ୍ରତୀକ୍ଷା ଓ ଦାବି ପରେ ନିରାକାରପୁରକୁ ମିଳିଲା ୧୦୮ ଆମ୍ବୁଲାନ୍ସ

ନିରାକାରପୁର, ୦୩/୦୧/୨୦୨୧ (ଓଡ଼ିଶା ସମାଚାର)- ଖୋର୍ଦ୍ଧା ଜିଲ୍ଲା ନିରାକାରପୁରକୁ ବହୁ ଦାବି ଓ ପ୍ରତିକ୍ଷାର ଅନ୍ତ ଘଟିଛି  । ରୋଗୀସେବା ପାଇଁ ମିଳିଛି ୧୦୮ ଆମ୍ବୁଲାନ୍ସ । ଗୁରୁତର ରୋଗୀଙ୍କୁ ୧୦୮ ଆମ୍ବୁଲାନ୍ସରେ ଖୋର୍ଦ୍ଧା କିମ୍ବା ଭୁବନେଶ୍ୱରକୁ ରୋଗୀଙ୍କୁ ମାଗଣାରେ ନେବା ପାଇଁ ବଡ଼ପୋଖରୀଆ ଓ ମଳିପଡ଼ାରୁ ୧୦୮ ଆମ୍ବୁଲାନ୍ସ ଆସୁଥିଲା । ଫଳରେ ବେଳେବେଳେ ରୋଗୀର ପ୍ରାଣବାୟୁ ଉଡ଼ି ଯାଉଥିଲା । ଏଥିପାଇଁ ବହୁ ସମୟରେ ଗଣମାଧ୍ୟମରେ ଦାବି …

Read More »

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୧୯୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୩/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ମୃତକ ମାନଙ୍କ ମଧ୍ୟରେ ସମସ୍ତେ ପୁରୁଷ । ବଲାଙ୍ଗୀର , ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ …

Read More »