Thursday , June 30 2022
Breaking News
Home / ସ୍ୱାସ୍ଥ୍ୟ (page 89)

ସ୍ୱାସ୍ଥ୍ୟ

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୧୯୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୩/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ମୃତକ ମାନଙ୍କ ମଧ୍ୟରେ ସମସ୍ତେ ପୁରୁଷ । ବଲାଙ୍ଗୀର , ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ …

Read More »

କେନ୍ଦ୍ରାପଡାରେ ମେଡିକାଲ କଲେଜ ପାଇଁ ଦାବି ଯୋରଧରିଲା

ରାଜନୈତିକଦଳ ଓ ସାମାଜିକ ସଂଗଠନ ଏକାଠି ହେଲେ ଗୋଟିଏ ମଂଚରେ କେନ୍ଦ୍ରାପଡା, ୦୨/୦୧/୨୦୨୧ (ଓଡ଼ିଶା ସମାଚାର)- ମାନବସମ୍ବଳରେ ଭରପୁର କୃଷି ନିର୍ଭରଶୀଳ କେନ୍ଦ୍ରାପଡା ଜିଲ୍ଲା ଅର୍ଥନୈତିକ ଦୃଷ୍ଟିରୁ ରାଜ୍ୟରେ ତଳଆଡୁ ପ୍ରଥମ । ଏହି ଜିଲ୍ଲାରେ କୈାଣସି ଶିଳ୍ପ କାରାଖାନା ନଥିବା କାରଣରୁ ଏଠିକାର ଯୁବକମାନେ ଦାଦନ ଖଟିବାକୁ ବାହାର ରାଜ୍ୟ ବା ଦେଶ ବାହରକୁ ଯାଉଛନ୍ତି । ନିଯୁକ୍ତି ସୁଯୋଗ ଏଠାରେ ଶୁନ । ଜିଲ୍ଲାରେ ଅଧିକାଂଶ ଲୋକଙ୍କର …

Read More »

୪ ଜଣ କରୋନା ସଙ୍କ୍ରମିତଙ୍କର ମୃତ୍ୟୁ – ୨୫୧ ଜଣ ନୂତନ ସଙ୍କ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୨/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଙ୍କ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକ ସମସ୍ତେ ପୁରୁଷ । ଭୁବନେଶ୍ୱପରର ଜଣେ ୪୧ ବର୍ଷ ବୟସ୍କ ପୁରୁଷ,ବଲାଙ୍ଗୀର ଜିଲାର ଜଣେ ୮୦ ବର୍ଷ ବୟସ୍କ ପୁରୁଷ, କଟକ ଜିଲାର ଜଣେ ୯୪ ବର୍ଷ ବୟସ୍କ ପୁରୁଷ ଓ ଖୋର୍ଦ୍ଧା ଜିଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ମୃତ୍ୟୁ ବରଣ କରିଛନ୍ତି । …

Read More »

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୨୪୫ ଜଣ ନୂଆ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୧/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ମୃତକ ମାନଙ୍କ ମଧ୍ୟରେ ଜଣେ ମହିଳା ଓ ୨ ଜଣ ପୁରୁଷ । ୩ ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୬କୁ ବୃଦ୍ଧି ପାଇଛି । ଅନ୍ୟ ପକ୍ଷରେ …

Read More »

୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୧୫ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୩୧/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୩କୁ ବୃଦ୍ଧି ପାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୮୧ …

Read More »

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୩୦/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୧କୁ ବୃଦ୍ଧି ପାଇଛି । ୩ ମୃତକଙ୍କ ମଧ୍ୟରେ ଭଦ୍ରକ, ବଲାଙ୍ଗୀର, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

Read More »

୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୯/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୮କୁ ବୃଦ୍ଧି ପାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୦୦୧ରେ ପହଞ୍ଚିଛି । …

Read More »

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୨୩୪ ଜଣ ନୂତନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୮/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୪କୁ ବୃଦ୍ଧି ପାଇଛି । ୩ ମୃତକଙ୍କ ମଧ୍ୟରେ ଜଣେ ମହିଳା, ଜଣେ ପୁରୁଷ ଓ ଜଣେ ଶିଶୁ ପୁତ୍ର । ଖୋର୍ଦ୍ଧା, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । …

Read More »

ଆଉ ୩୧୯ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର, ୨୭/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୨୫ଟି ଜିଲ୍ଲାରୁ ୩୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୪, ୦୬୮କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ବାଲେଶ୍ଵର ଜିଲ୍ଲାରୁ ୩୫, ସୁନ୍ଦରଗଡରୁ ୩୫, ଅନୁଗୁଳରୁ ୩୪, କଟକରୁ ୨୯, ସମ୍ବଲପୁରରୁ ୨୧, ମୟୂରଭଞ୍ଜରୁ ୧୭, …

Read More »

ଚାକିରୀ ଜନିତ ସମସ୍ୟାକୁ ନେଇ ପ୍ରତିବାଦ କରିବେ ନର୍ସିଂ ଅଫିସର

୧ ତାରିଖ ପର୍ଯ୍ୟନ୍ତ କଳାବ୍ୟାଚ୍ ପରିଧାନ, ୨ରୁ ୪ ତାରିଖ  ପର୍ଯ୍ୟନ୍ତ ଟୋକନ ଷ୍ଟ୍ରାଇକ ଭୁବନେଶ୍ୱର, ୨୭/୧୨/୨୦୨୦ (ଓଡ଼ିଶା ସମାଚାର)- ସ୍ୱାସ୍ଥ୍ୟସେବା ଭଳି ଏକ ଅତ୍ୟାବଶ୍ୟକ ସେବା ପ୍ରଦାନ କ୍ଷେତ୍ରରେ ନିଜକୁ ନିୟୋଜିତ କରିଥିବା ନର୍ସମାନେ ଚାକିରୀ ଜନିତ କେତେକ ଅସଙ୍ଗତି ଯୋଗୁ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏନେଇ ଉଚ୍ଚ କର୍ତୃପକ୍ଷଙ୍କୁ ବାରମ୍ବାର ଜଣାଇଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ । ତେଣୁ ଏହାର ପ୍ରତିବାଦରେ ଆଜିଠାରୁ …

Read More »