Thursday , June 30 2022
Breaking News
Home / ସ୍ୱାସ୍ଥ୍ୟ (page 91)

ସ୍ୱାସ୍ଥ୍ୟ

କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ସଚେତନ ନାଗରିକ ମଂଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

କେନ୍ଦ୍ରାପଡା, ୨୧/୧୨/୨୦୨୦(ଓଡ଼ିଶା ସମାଚାର)-କେନ୍ଦ୍ରାପଡାରେ ଏକ ମେଡିକାଲ କଲେଜ ହସପିଟାଲ ପ୍ରତିଷ୍ଠା କରାଯିବା ନିମନ୍ତେ କେନ୍ଦ୍ରାପଡା ସଚେତନ ନାଗରିକ ମଂଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ସୋମବାର ଏକ ସ୍ମାରକପତ୍ର ମଂଚର ସଭାପତି ତଥା ଓଡିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବି ପ୍ରତାପ ମହାପାତ୍ର ଏବଂ ସମ୍ପାଦକ ଇଂ ସୈାମ୍ୟରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ପ୍ରଦାନ କରାଯାଇଛି । ଓଡିଶାର ବହୁ ଚର୍ଚ୍ଚିତ ତଥା ସମ୍ମାନଜନକ କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ …

Read More »

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୬୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୧/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି । ୩ ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ୨ ଜଣ ପୁରୁଷ । ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ମୃତ୍ୟୁ ବରଣ କରିଛନ୍ତି । ଅନ୍ୟ …

Read More »

୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୦/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୬କୁ ବୃଦ୍ଧି ପାଇଛି । ୪ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ୨ ଜଣ ପୁରୁଷ । ଖୋର୍ଦ୍ଧା, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ଅନ୍ୟ …

Read More »

କୋଭିଡ୍ ଟୀକାକରଣ ପାଇଁ ଟାକ୍ସ ଫୋର୍ସ ଗଠିତ  

ଗରଦପୁର ୧୯/୧୨/୨୦୨୦(ଓଡ଼ିଶା ସମାଚାର)- ଗରଦପୁର ବ୍ଲକ ଅଂଚଳରେ କୋଭିଡ୍ ଟୀକାକରଣ କରାଯିବା ପାଇଁ ବ୍ଲକ ସ୍ତରୀୟ ଏକ ଟାକ୍ସ ଫୋର୍ସ ବୈଠକ ପାଟକୁରା ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭା ଗୃହରେ ଗତକାଲି ଅନୁଷ୍ଟିତ ହୋଇଯାଇଛି । ଏହି ବୈଠକରେ ପାଟକୁରା ମେଡିକାଲର ମୂଖ୍ୟ ଚିକିତ୍ସକ  ଡାକ୍ତର ହିମାଂଶୁ ଭୁଷଣ ଷଢଙ୍ଗି , ଗରଦପୁର ବ୍ଲକ ବିଡିଓ ରଞ୍ଜିତ୍ କୁମାର ମଲ୍ଲିକ ଓ ଗରଦପୁର ତହସିଲଦାର ଧରଣୀଧର  ବେହେରା ଏବଂ ମହିଳା …

Read More »

୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୫୬ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୯/୧୨/୨୦୨୦ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୨କୁ ବୃଦ୍ଧି ପାଇଛି । ୩ ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ୨ ଜଣ ପୁରୁଷ ଅଛନ୍ତି । ଜଗତସିଂହପୁର, ପୁରୀ, ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ଅନ୍ୟ ପକ୍ଷରେ …

Read More »

ଆଉ ୩୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର, ୧୮/୧୨/୨୦୨୦ (ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟାରେ ୨୫ଟି ଜିଲ୍ଲାରୁ ୩୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୦, ୯୪୭କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଶୁକ୍ରବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ଶୁକ୍ରବାର ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ଖୋର୍ଦ୍ଧା ଜିଲ୍ଲାରୁ …

Read More »

୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ – ୩୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୮/୧୨/୨୦୨୦ (ଓଡ଼ିଶା ସମାଚାର)-୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୯କୁ ବୃଦ୍ଧି ପାଇଛି । ୪ ମୃତକ ସମସ୍ତେ ପୁରୁଷ । ସେମାନ ଙ୍କ ମଧ୍ୟରୁ ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ …

Read More »

ଅସ୍ୱାସ୍ଥ୍ୟକର ପରିବେଶରେ ନୂଆବନ୍ତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ଖୋର୍ଦ୍ଧା,୧୮/୧୨/୨୦୨୦(ଓଡ଼ିଶା ସମାଚାର)- କେନ୍ଦ୍ରର ନାମ ରଖାଯାଇଛି ‘ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର’ । ଏହା ତଳକୁ ଛୋଟ ଛୋଟ ଅକ୍ଷରରେ ଲେଖାଯାଇଛି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର, ନୂଆବନ୍ତ, ଜି- ଖୋର୍ଦ୍ଧା । ଏହି ଲେଖାକୁ ଦେଖି ଯେକେହି ଅନୁମାନ କରିପାରିବ ସ୍ୱାସ୍ଥ୍ୟକେନ୍ଦ୍ରଟିର ଅବସ୍ଥା କେତେ ଶୋଚନୀୟ ହୋଇପଡ଼ିଛି । ଉତର ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୫ ପଂଚାୟତ ଯଥା: କଲ୍ୟାଣପୁର, ବରିମୁଣ୍ଡ, ଦାଢ଼ା, କଳାରାହାଙ୍ଗ, ରଘୁନାଥପୁର ପଂଚାୟତର ଲୋକଙ୍କ ସ୍ୱାସ୍ଥ୍ୟସେବା ଉଦ୍ଧେଶ୍ୟରେ …

Read More »

ପାରାଦୀପ କୋଭିଡ଼୍ ହସପିଟାଲରେ କର୍ମଚାରୀଙ୍କ ଅନଶନ ଧମକ

ପାରାଦୀପ ୧୭/୧୨/୨୦୨୦(ଓଡ଼ିଶା ସମାଚାର)- ଏଠାରେ ଥିବା କୋଭିଡ଼୍ ହସପିଟାଲରେ ସିକ୍ୟୁରିଟି ଓ ହାଉସକିପର ଭାବେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ଭିତରେ ଅସନ୍ତୋଷ ଦେଖାଦେଇଛି । ସେମାନେ କରିଥିବା ଅଭିଯୋଗରେ ଦର୍ଶାଇଛନ୍ତି ଯେ ସେମାନଙ୍କ ଭିତରୁ କେତେକ କର୍ମଚାରୀଙ୍କୁ ବେଆଇନ ଭାବେ କାର୍ଯ୍ୟରୁ ଛଟେଇ କରିଛନ୍ତି । ସେମାନଙ୍କୁ ଦରମା ନ ଦେଇ କିମ୍ବା ଆଗୁ୍ରଆ କୋ÷ଣସି ସୂଚନା ନଦେଇ ହଠାତ୍ ଏଭଳି ପଦକ୍ଷେପ ଗ୍ରହଣ କରିବା ଘଟଣାକୁ ଜୋରଦାର ବିରୋଧ …

Read More »

ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ମଶାରୀ ବଣ୍ଟନ କାର୍ଯ୍ୟକ୍ରମ ଉଦଘାଟିତ – ୬୦ ହଜାର ମଶାରୀ ବଣ୍ଟନ ଲକ୍ଷ୍ୟ

 ଭୁବନ,୧୭/୧୨/୨୦୨୦(ଓଡ଼ିଶା ସମାଚାର /ସୁଶାନ୍ତ କୁମାର ପୋଥାଳ)-ଭୁବନ ବ୍ଲକ ଅନ୍ତର୍ଗତ ମାର୍ଥାପୁର ଉଚ୍ଚ ବିଦ୍ୟାଳୟରେ ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ ବଣ୍ଟନ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି ।  ବିଡିଓ ଆଶୀର୍ବାଦ ପରିଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଂସଦ ମହେଶ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଡେଙ୍ଗୁ,ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ସରକାରଙ୍କ ମଶାରୀ ବଣ୍ଟନ କାର୍ଯ୍ୟକୁ ଭୂୟଶୀ ପ୍ରଶଂସା କରି ମଶାରୀ ବଣ୍ଟନ ର ଶୁଭାରମ୍ଭ କରିଥିଲେ । ସମ୍ମାନୀତ ଅତିଥି …

Read More »