Tuesday , June 15 2021
Breaking News

TimeLine Layout

June, 2021

  • 15 June

    ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ ନୂତନ  କରୋନା ସଂକ୍ରମିତ ଚିହ୍ନଟ – ୪୨ ଜଣଙ୍କ ମୃତ୍ୟୁ

    ଭୁବନେଶ୍ୱର,୧୫/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-  ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ ନୂତନ  କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୪୬୩ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୬୬ଜଣ, ଭଦ୍ରକ ଜିଲ୍ଲାରୁ ୧୭୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୫୯ଜଣ, …

    Read More »
  • 14 June

    ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘ ସଭାପତିଙ୍କ ବିୟୋଗରେ ଶୋକ ସଭା

    ବାଲିଗୁଡ଼ା,୧୪/୦୬/୨୦୨୧(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘର ସଭାପତି ପାର୍ଥବ ନାୟକ ଙ୍କ ବିୟୋଗ ରେ ସଂଘ ପକ୍ଷରୁ ବାଲିଗୁଡ଼ା ସ୍ଥିତ ମା ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣ ରେ ଏକ ଶୋକ ସଭା ଅନୁଷ୍ଠିତ ହୋଇ ଯାଇଛି । ସ୍ୱର୍ଗତ ନାୟକଙ୍କ ଅମର ଆତ୍ମାର ସଦଗତି ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇ ଥିଲା । ଚଳିତ ମାସ ତିନି ତାରିଖ …

    Read More »
  • 14 June

    ଭର୍ଚୁଆଲ ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳିତ

    ବାଲିଗୁଡ଼ା, ୧୪/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): ବିଶ୍ଵ ମହାମାରୀ କରୋନା ପାଇଁ ରାଜ୍ୟସ୍ତରୀୟ ଲୋକକଳା ଦିବସ ଜୁମ୍ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳନ ହୋଇଛି । ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲାରେ ମଧ୍ୟ ଲୋକ କଳା ଦିବସ ପାଳିତ ହୋଇଯାଇଛି । ଏଥିରେ ଜିଲ୍ଲା ଉପ ସଭାପତି ସରୋଜ କର୍ଣ୍ଣ ଙ୍କ ନେତୃତ୍ବରେ ଭର୍ଚୁଆଲ ମାଧ୍ୟମରେ ଆଲୋଚନା ହୋଇଥିଲା । ଜିଲ୍ଲା ସଂସ୍କୃତି ଅଧିକାରୀ …

    Read More »
  • 14 June

    ଅସୁରଖୋଳା ର ପୁନରୁଦ୍ଧାର ନହେଲେ ଆଗକୁ ଅଂଚଳରେ ଜଳ ସଙ୍କଟ ଆଶଙ୍କା

    ଗରଦପୁର, ୧୪/୦୬/୨୦୨୧(ଓଡ଼ିଶା ସମାଚାର)- କଟକ ସଦର , ପାଟକୁରା ଓ ମହାକାଳପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦେଇ “ଅସୁରଖୋଳା” ନାମକ ଏକ ଯୋର ବା ସଫେଇ କାହିଁ କେଉଁ ପୁରାତନ କାଳରୁ ପ୍ରବାହିତ ହେଉଥିବା ଦେଖାଯାଏ । ପୁରାତନ କାଳରେ ଯେତେବେଳେ ଗାଁ ଗଣ୍ଡାରେ କୂଅ, ପୋଖରୀ ଓ ନଳକୂନ ନଥିଲା, ସେତେବେଳେ ଏହି “ଅସୁରଖୋଳା” ପାଶ୍ୱର୍ବର୍ତୀ ଅଂଚଳର ଲୋକେ ଦୈନନ୍ଦିନ ନିତ୍ୟକର୍ମ , ଗାଧେଇବା, ପାନୀୟ ଜଳ ଭାବେ …

    Read More »
  • 14 June

    କରୋନା ସମୟରେ ସ୍ୱାସ୍ଥ୍ୟ ସଚେତନତା ନେଇ ନେଇ ଉତ୍କଳ ବିକାଶ ପରିଷଦରର ଭରଚୁଆଲ ବୈଠକ

    କଟକ, ୧୪/୦୬/୨୦୨୧ (ଓଡିଶା ସମାଚାର): କଟକ ଜିଲ୍ଲାର ଅଗ୍ରଣୀ ସାମାଜିକ ସଂଗଠନ ‘ଉତ୍କଳ ବିକାଶ ପରିଷଦ'(ଉବିପ)  ଆନୁକୂଲ୍ୟରେ କରୋନା ସମୟରେ ଯୋଗ ଓ ଆୟୁର୍ବେଦର ଭୂମିକା ସମ୍ପର୍କରେ ଅନଲାଇନ ଆଲୋଚନା ଚକ୍ର ପତଞ୍ଜଳୀ କିଶାନ ସେଵା ସମିତି ଓଡ଼ିଶା ରାଜ୍ୟ ପ୍ରଭାରୀ ଡାକ୍ତର ସୋୟନ ପ୍ରକାଶ ଦ୍ୱେତକ ରଂଜନ ମହାପାତ୍ରଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇ ଶାରିରୀକ ଓ ମାନସିକ ସୁସ୍ଥତା ଉପରେ ଯୋଗ ଏବଂ ଆୟୁର୍ବେଦର ଭୂମିକା,କରୋନା ରୋଗର ଲକ୍ଷଣ,ସୁରକ୍ଷିତ …

    Read More »
  • 14 June

    କରୋନା ମହାମାରୀ ସମୟରେ ନିରାଶ୍ରୟର ଆଶାବାଡି ସାଜିଛି ଉତ୍କଳ ବିକାଶ ପରିଷଦ

     କଟକ, ୧୪/୦୬/୨୦୨୧ (ଓଡିଶା ସମାଚାର): କଟକ ସଦର ବ୍ଲକର ଅଗ୍ରଣୀ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ(ଉବିପ) ପକ୍ଷରୁ କଟକ ଜିଲ୍ଲା କନ୍ଦରପୁର ପଂଚାୟତ ଉପକଣ୍ଠ କେଶପୁର ଗ୍ରାମର ହେମନ୍ତ ହାତୀ(୩୫) ଓ ଟୁଟୁ ରାଉତ(୩୬) କରୋନା ଜନିତ ମୃତ୍ୟୁ ପରେ ଦୁଇ ଅସହାୟ ପରିବାରକୁ ସଭାପତି ଇଂ.ପ୍ରକାଶ ଚନ୍ଦ୍ର ସେଠୀଙ୍କ ନିର୍ଦ୍ଦେଶ କ୍ରମେ ସ୍ୱେଚ୍ଛାସେବୀ ନାଟ୍ୟକାର ଅଶୋକ ପଟ୍ଟନାୟକ,ଚକ୍ରବର୍ତ୍ତୀ ଓତା,ନିରଂଜନ ରାଉଳ,ଦେବୀ ପ୍ରସାଦ ପତି,ପ୍ରଦୀପ ମହାଳି,ଅନି ମହାପାତ୍ର,ସଂଜୟ ସାହୁ,ସନ୍ତୋଷ …

    Read More »
  • 14 June

    ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ସମିତି ପକ୍ଷରୁ କରୋନା ସଚେତନତା ରାଲି 

    ବାଲିଗୁଡ଼ା, ୧୪/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ର ସାରଙ୍ଗଡ଼ ପଞ୍ଚାୟତ ରେ କରୋନା ସଚେତନତା ରାଲି ଅନୁଷ୍ଠିତ ହେଇଯାଇଛି  । କନ୍ଧମାଳ ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ସମିତିର ମିଳିତ ଉଦ୍ୟମ ରେ  ପଞ୍ଚାୟତର ବିଭିନ୍ନ ଅଞ୍ଚଳ ବୁଲି ହାତରେ କରୋନା ସଚେତନତା ବାର୍ତ୍ତା ଥିବା ପ୍ଲାକାର୍ଡ ସହ ବ୍ୟାନର ଧରି  ସ୍ଲୋଗାନ ମାନ ଦେଇ ସଚେତନତା କରିଥିଲେ। …

    Read More »
  • 14 June

    “ଦାରୁକ୍ଷେତ୍ରରେ ଦାରୁ ଦେବତା” ଉନ୍ମୋଚିତ

    ଭୁବନେଶ୍ୱର,୧୪/୦୬/୨୦୨୧(ଓଡ଼ିଶା ସମାଚାର)- ଶ୍ରୀଜଗନାଥଙ୍କ ଦାରୁ ପ୍ରାପ୍ତି ସ୍ଥାନ ଦଧିମାଛ ଗାଡ଼ିଆର କାହାଣୀ ଓ ମହାପ୍ରଭୁ ଜଗନ୍ନାଥଙ୍କ ଲୀଲା ସମ୍ପର୍କିତ ଆଧ୍ୟାତ୍ମିକ ପୁସ୍ତକ “ଦାରୁକ୍ଷେତ୍ରରେ ଦାରୁ ଦେବତା” ଭରଚୁଆଲ ମାଧ୍ୟମରେ ଉନ୍ମୋଚିତ ହୋଇଯାଇଛି । ଶ୍ରୀ ଦାରୁବ୍ରହ୍ମ ଶ୍ରୀଜଗନ୍ନାଥ ମନ୍ଦିର ଉନ୍ନୟନ ସମିତି ପକ୍ଷରୁ ମାନସ ରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମରେ ଉପଦେଷ୍ଠା ପଦ୍ମଶ୍ରୀ ଡ଼ ଦେବୀ ପ୍ରସନ୍ନ ପଟ୍ଟନାୟକ, ଡ଼ା. ଧିରେନ୍ଦ୍ର କୁମାର ପଟ୍ଟନାୟକ, ଅନ୍ୟମାନଙ୍କ ମଧ୍ୟରେ ଡ଼ …

    Read More »
  • 14 June

    ଶିକ୍ଷା ଏମିତି ଏକ ଅସ୍ତ୍ର ଯାହାକୁ ପ୍ରୟୋଗ କରି ସାରା ବିଶ୍ବ କୁ ପରିବର୍ତ୍ତନ କରାଯାଇପାରେ : ଅଂଶୁମାନ ପ୍ରିୟ ଦର୍ଶନ 

    କନ୍ଧମାଳ, ୧୪/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର ଦେଶ ମହାମାରୀ କରୋନା ରେ କବଳିତ ଥିବାରୁ ସବୁ କିଛି ଠପ ହୋଇ ଯାଇଛି । ସେଥି ମଧ୍ୟରୁ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଷୁଡ଼ି ଯାଇଛି କହିଲେ ଅତି୍ୟୁକ୍ତି ହେବ ନାହିଁ । ଏ ସବୁକୁ ଆଖି ଆଗରେ ରଖି ୟୁଥ ଅଫ କନ୍ଧମାଳ ଆରମ୍ଭ କରିଛି ଏକ ନିଆରା ପ୍ରୟାସ l ପ୍ରଥମେ କନ୍ଧମାଳ ଜିଲ୍ଲା  ଖଜୁରୀପଡ଼ା ବ୍ଲକ୍ …

    Read More »
  • 14 June

    ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ କରୋନା ସଂକ୍ରମିତ ଚିହ୍ନଟ – ୪୪ ଜଣଙ୍କ ମୃତ୍ୟୁ

    ଭୁବନେଶ୍ୱର,୧୪/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୭୫ଜଣ ସଙ୍ଗରୋଧ କେନ୍ଦ୍ର ରୁ ହୋଇଥିବା ବେଳେ ୧୮୬୪ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୬୮ଜଣ, ଭଦ୍ରକ ଜିଲ୍ଲାରୁ ୨୦୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୩ଜଣ, ବୌଦ୍ଧ ଜିଲ୍ଲାରୁ ୫୪ଜଣ, …

    Read More »