ବୌଦ୍ଧ, ୨୯/୦୩/୨୦୨୩ (ଓଡ଼ିଶା ସମାଚାର)- ରାତି ପାଟ୍ରୋଲିଂ ବେଳେ ବନ ବିଭାଗ ଗାଡ଼ିକୁ ଅଜଣା ଦୁର୍ବୃତମାନେ ଗୁଳିମାଡ଼ କରିଥିବା ଖବର …
Read More »ଆଦିବାସୀ ମହାବିଦ୍ୟାଳୟରେ ଓଡ଼ିଆ ଭାଷାର ଶାସ୍ତ୍ରୀୟ ଦିବସ ପାଠଚକ୍ର
ବାଲିଗୁଡ଼ା,୧୧/୩/୨୩(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ଆଜି ଓଡ଼ିଆ ଭାଷାର ଶାସ୍ତ୍ରୀୟ ଦିବସ ଉପଲକ୍ଷେ ଏକ ପାଠଚକ୍ର ଆୟୋଜିତ ହୋଇଯାଇଛି। ଉକ୍ତ ପାଠଚକ୍ର ରେ ବିଭାଗୀୟ ମୁଖ୍ୟ ଅଧ୍ୟାପକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ ସଭାପତି ଅଭିଭାଷଣ ପ୍ରଦାନ କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ଭାରପ୍ରାପ୍ତ ଅଧ୍ୟକ୍ଷ ନୀଳାଚଳ ମହାରଣା ଉଦବୋଧନ ଛଳରେ ଓଡ଼ିଆ ଭାଷା ଓ ସାହିତ୍ୟର ମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରଖିବା ସମସ୍ତଙ୍କ ଦାୟିତ୍ଵ ବୋଲି କହିଥିଲେ। …
Read More »