Thursday , December 1 2022
Breaking News

Recent Posts

ଜଗତସିଂହପୁର : ୨ ଦୁଷ୍କର୍ମକାରୀଙ୍କୁ ଫାଶୀ ଦଣ୍ଡାଦେଶ

ଜଗତସିଂହପୁର ୨୯/୧୧/୨୦୨୨(ଓଡ଼ିଶା ସମାଚାର)- ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ୨ ଅଭିଯୁକ୍ତକୁ ଫାଶୀ ଦଣ୍ଡ ପ୍ରଦାନ କରିଛନ୍ତି ଜଗତସିଂହପୁର ଜିଲ୍ଲା ସ୍ୱତନ୍ତ୍ର କୋର୍ଟ । ୨୦୧୪ ମସିହାର ଏକ ମାମଲାର ଶୁଣାଣି କରି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି କୋର୍ଟ । ଏହି ମାମଲାରେ ୪ ଜଣ ଅଭିଯୁକ୍ତ ଯଡ଼ିତ ଥିଲେ। ସେମାନଙ୍କ ମଧ୍ୟରେ ୨ ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡରେ ଦଣ୍ଡିତ କରାଯାଇଥିବା ବେଳେ ଅନ୍ୟ ୨ ଅଭିଯୁକ୍ତଙ୍କୁ ଅଦାଲତ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।ପ୍ରମାଣ ଅଭାବରୁ ଅନ୍ୟ ଦୁଇ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । …

Read More »

ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଓଲଟି ପଡ଼ିଛି , ଯାତାୟତ ଠପ୍

କୋରାପୁଟ ୨୯/୧୧/୨୦୨୨(ଓଡ଼ିଶା ସମାଚାର)- ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଓଲଟି ପଡ଼ବା ଫଳରେ ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍ ହୋଇଛି । କୋରାପୁଟ-ଆନ୍ଧ୍ର ସଂଯୋଗ କରୁଥିବା ଜାତୀୟ ରାଜପଥରେ ଘଟିଛି ଏହି ସଡ଼କ ଦୁର୍ଘଟଣା । ମଙ୍ଗଳବାର ଦିନ ସକାଳ ସମୟରେ ଏକ ଗ୍ୟାସ୍ ଟ୍ୟାଙ୍କର ଭାରସାମ୍ୟ ହରାଇ ପଟାଙ୍ଗି ବ୍ଳକ୍ ରାଲେଗଡ଼ା ନିକଟ ରାଜୁଗୁଡ଼ାରେ ଓଲଟି ପଡିଛି। ଫଳରେ ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍ ହେଉଛି । ଆସନ୍ତା ଦୁଇଦିନ ପର୍ୟ୍ୟନ୍ତ ଜାତୀୟ ରାଜପଥ ବନ୍ଦ ରହିବ ବୋଲି ଅଗ୍ନିଶମ ବିଭାଗ ସୂଚନା ଦେଇଛି । …

Read More »

କ୍ୟାବିନେଟ୍ ବୈଠକ ଆଜି ସଂଧ୍ୟା ରେ

ଭୁବନେଶ୍ୱର, ୨୯/୧୧/୨୦୨୨(ଓଡ଼ିଶା ସମାଚାର)- ଆଜି (ମଙ୍ଗଳବାର) ରାଜ୍ୟ କ୍ୟାବିନେଟ୍ ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ସଚ୍ଚିବାଳୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍ ର ମୋହର ବାଜିପାରେ । ଆଜି (ମଙ୍ଗଳବାର) ସଂଧ୍ୟା ୭ଟା ୧୫ ମିନିଟ୍ ରେ ଏହି କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ କେଉଁ ସବୁ ପ୍ରସ୍ତାବ ଉପରେ ମୋହର ବାଜିବ , ସେନେଇ କିଛି ସୂଚନା …

Read More »