Sunday , September 24 2023
Breaking News

Recent Posts

ବ୍ୟବସାୟୀ ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ,ହତ୍ୟା ଅଭିଯୋଗ ଆଣିଲେ ପରିବାର

ନିଶ୍ଚିନ୍ତକୋଇଲି,୨୩/୦୮/୨୦୨୨(ଓଡ଼ିଶା ସମାଚାର) -ଦୋକାନ ବାହାରେ ଥିବା ଏକ ଛାତ ରଡରେ ବେକରେ ଗାମୁଛା ବନ୍ଧା ଅବସ୍ଥାରେ ଜଣେ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର ହୋଇଛି । ନିଶ୍ଚିନ୍ତକୋଇଲି ବଜାରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ନିଶ୍ଚିନ୍ତକୋଇଲି ବଜାରରେ ପ୍ରାୟ ବର୍ଷେ ହେବ ମାହାଙ୍ଗା ଥାନା ଭଉଁରୀଆ ପଂଚାୟତ ଓସ୍ତପୁର ଗାଁର ବିପିନି ବିହାରୀ ମଲ୍ଲ ଓରଫ ନନିଆ ଏକ ଲୁଗା ଦୋକାନ କରିଥିଲେ । ଏହି ଦୋକାନ କରି ସେ ପରିବାର ପ୍ରତିପୋଷଣ କରୁଥିଲେ । ସେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା …

Read More »

କେନ୍ଦୁଝର ସରକାରୀ ମେଡିକାଲ କଲେଜରେ ୧୦୦ ଏମବିବିଏସ୍‌ ସିଟ୍‌କୁ ମିଳିଲା ଅନୁମୋଦନ, ଚଳିତ ଶିକ୍ଷାବର୍ଷରୁ ପାଠପଢ଼ାକୁ ଅନୁମତି

ଭୁବନେଶ୍ବର/କେନ୍ଦୁଝର ୨୩/୦୮/୨୦୨୨(ଓଡ଼ିଶା ସମାଚାର) : କେନ୍ଦୁଝର ସରକାରୀ ମେଡିକାଲ କଲେଜରେ ୧୦୦ ଏମବିବିଏସ୍‌ ସିଟ୍‌ ପାଇଁ ରାଷ୍ଟ୍ରୀୟ ଆୟୁର୍ବିଜ୍ଞାନ ଆୟୋଗ ( ନ୍ୟାସନାଲ୍ ମେଡିକାଲ୍ କମିସନ୍)  ଅନୁମୋଦନ ଦେଇଛନ୍ତି। ଏ ନେଇ  କମିସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ମେଡିକାଲ କଲେଜ ଡାକ୍ତରୀ ଶିକ୍ଷାକୁ ପ୍ରୋତ୍ସାହନ ଦେବା ନେଇ ରାଜ୍ୟ ସରକାରଙ୍କ ଲକ୍ଷ୍ୟକୁ ପୂରା କରିବାରେ ସହାୟକ ହେବ ବୋଲି ଆଶା କରାଯାଉଛି। ଚଳିତ ଶିକ୍ଷାବର୍ଷରେ ପାଠପଢ଼ା ଆରମ୍ଭ ହେବ। ଏଥି ପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି। ଏମ୍‌ଏସ୍‌ସିବିଡି ବାରିପଦା ଅଧୀନରେ କେନ୍ଦୁଝର ସରକାରୀ …

Read More »

କନ୍ଧମାଳ : ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଦିବସ ଓ ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ୱତୀଙ୍କ ଶ୍ରଦ୍ଧାଞ୍ଜଳି ସଭା

କନ୍ଧମାଳ,୨୩/୦୮/୨୨(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସଭାଗୃହ ଠାରେ ବିଶ୍ୱ ହିନ୍ଦୁ ପରିଷଦ ର ପ୍ରତିଷ୍ଠା ଦିବସ ତଥା ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ୱତୀ ଙ୍କ ଚଉଦ ତମ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଏହି ଅବସର ରେ ସକାଳେ ଏକ ବାଇକ ରାଲି ଅନୂଷ୍ଠିତ ହୋଇଥିଲା । ଏହି ଅବସରରେ ଆୟୋଜିତ ସଭାରେ ବିଶ୍ୱହିନ୍ଦୁ ପରିଷଦର କେଂଦ୍ରିୟ ସାଧାରଣ ସମ୍ପାଦକ ମିଳନ୍ଦ ପାରାଣ୍ଡେ ମୁଖ୍ୟ ଅତିଥି ଭାବେ ଯୋଗଦେଇ. ହିନ୍ଦୁ ଧର୍ମ ଓ ଗୋ ସୁରକ୍ଷା ପାଇଁ ସେ …

Read More »