Thursday , June 30 2022
Breaking News

Recent Posts

ଆହାର କେନ୍ଦ୍ର ସଫଳତାର ବଳ ପାଲଟିଛନ୍ତି ମିଶନଶକ୍ତିର ମହିଳା ଗୋଷ୍ଠି

ଭୁବନେଶ୍ୱର, ୧୧/୦୪/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟରେ ଥିବା ଆହାର କେନ୍ଦ୍ର ଗୁଡିକର ବଳ ପାଲଟିଛନ୍ତି ମିଶନ ଶକ୍ତିର ମହିଳା ଗୋଷ୍ଠି । ମହିଳା ଗୋଷ୍ଠିର ସଫଳ ପରିଚାଳନା ଓ ସହଯୋଗ ଲାଗି ସହରାଂଚଳର ଆହର କେନ୍ଦ୍ରଗୁଡିକ ଏବେ ସଫଳତାର ଗୋଟିଏ ପରେ ଗୋଟିଏ ପାହାଚ ଚଢିବାରେ ଲାଗିଛି । ମହିଳାମାନଙ୍କୁ ଆତ୍ମନିର୍ଭର ପାଇଁ ସବୁ କ୍ଷେତ୍ରରେ ସେମାନଙ୍କୁ ସହଭାଗୀ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶ ପରେ ଆହାର କେନ୍ଦ୍ରର …

Read More »

ଲୁଥେରାନ ମହିଳା ସମିତି ବିରୁଦ୍ଧରେ ହୋଇଥିବା ଅଭିଯୋଗ ଗୁଡିକର ତଦନ୍ତ କରିବେ ୩ଜଣିଆ ଟିମ – ଉପଜିଲ୍ଲାପାଳ

କେନ୍ଦ୍ରାପଡା,୧୧/୦୪/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ବ୍ଲକ ଅନ୍ତର୍ଗତ ପାଟଳିପଙ୍କସ୍ଥିତ ଲୁଥେରାନ ମହିଳା ସମିତି ବିରୁଦ୍ଧରେ ହୋଇଥିବା ଅଭିଯୋଗ ଗୁଡିକର ତଦନ୍ତ କରି ଆସନ୍ତା ୧୫ତାରିଖ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଉପଜିଲ୍ଲାପାଳ ନିରଞ୍ଜନ ବେହେରା ଏକ ନିର୍ଦେଶନାମା ଜାରି କରିଛନ୍ତି । ଜିଲ୍ଲା ମଙ୍ଗଳ ଅଧିକାରିଣୀ ମମତାରାଣୀ ପରିଡାଙ୍କ ନେତୃତ୍ୱରେ ଗଠିତ ତଦନ୍ତ ଟିମରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ଚିନ୍ମୟୀ ରଥ …

Read More »

୧୩୭୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୧/୦୪/୨୦୨୧(ଓଡ଼ିଶା ସମାଚାର)- ଆଜି ବି ଦୈନିକ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ଏକ ହଜାର ଉପରେ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୩୭୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୦୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୭୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ …

Read More »