ଜଇରାମ ସେଠୀଙ୍କ ଶ୍ରଦ୍ଧାଂଜଳି ସଭା
ରଘୁନାଥପୁର ୨୪/୦୨/୨୦୨୧ (ଓଡ଼ିଶା ସମାଚାର)- ରଘୁନାଥପୁର ବ୍ଲକ୍ ଗୁଆଳିପୁର ପଂଚାୟତ କୁର୍ତାଙ୍ଗ ଗ୍ରାମର ସ୍ୱର୍ଗତ ଜଇରାମ ସେଠୀଙ୍କ ୧ମ ଶ୍ରାଦ୍ଧ ବାର୍ଷିକ ଉପଲକ୍ଷେ ଏକ ଶ୍ରଦ୍ଧାଂଜଳି ସଭା ଅନୁଷ୍ଠିତ ହୋଇ ଯାଇଛି । ତାଙ୍କ ସୁପୁତ୍ର ଯୁଦ୍ଧିଷ୍ଠିର ସେଠୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଶ୍ରାଦ୍ଧ ବାର୍ଷିକ ରେ ଆଇନ ତଥା ପଂଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ସମ୍ମାନୀତ ଅତିଥି ଭାବେ ପୂର୍ବତନ ଜଗତସିଂହପୁର …
Read More »