ଜିଲ୍ଲାରେ ପ୍ରଥମ ଥର ପାଇଁ ୪ଜଣ କିନ୍ନରଙ୍କୁ ପରିଚୟପତ୍ର ପ୍ରଦାନ କଲେ ଜିଲ୍ଲାପାଳ
କେନ୍ଦ୍ରାପଡା, ୨୪/୦୨/୨୦୨୧ (ଓଡ଼ିଶା ସମାଚାର)- କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରଣାଳୟ କିନ୍ନର ସୁରକ୍ଷା ଆଇନ – ୨୦୧୯ର କାର୍ଯ୍ୟକାରୀତା ଓଡିଶାରେ ଆରମ୍ଭ ହେବା ପରେ କେନ୍ଦ୍ରାପଡା ଜିଲ୍ଲାରେ ପ୍ରଥମ ଥର ପାଇଁ ୪ଜଣ କିନ୍ନରଙ୍କୁ ପରିଚୟପତ୍ର ଓ ପୁଷ୍ପଗୁଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଛନ୍ତି ଜିଲ୍ଲାପାଳ ଅମ୍ରିତ ଋତୁରାଜ । ଏହି ଉପଲକ୍ଷେ ଗରାପୁରସ୍ଥିତ ଜିଲ୍ଲାପାଳଙ୍କ ଆବାସୀକ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ …
Read More »