Thursday , December 1 2022
Breaking News

Recent Posts

ଶଯ୍ୟାଶାୟୀଙ୍କୁ ଘରେ ଦିଆଯିଵ କୋଭିଡ ଟିକା,ସିଏମସି ପକ୍ଷରୁ ନିଃଶୁଳ୍କ ନମ୍ଵର ଜାରି

କଟକ ସଦର, ୧୩/୧୦/୨୦୨୧(ଓଡ଼ିଶା ସମାଚାର /ଵିଷ୍ଣୁ ଵେହେରା): ଯେଉଁ ମାନେ ବାର୍ଦ୍ଧକ୍ୟ ଜନିତ କିମ୍ବା ଅନ୍ୟ କୌଣସି କାରଣଵଶତଃଶ ଶଯ୍ୟାଶାୟୀ ଥିଵେ ସେମାନଙ୍କୁ ଘରେ ଯାଇ ଟିକା ପ୍ରଦାନ କରାଯିଵ । ଏଥିପାଇଁ  କଟକ ମହାନଗର ନିଗମ ପକ୍ଷରୁ ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ଟିମ୍ ନିୟୋଜିତ କରାଯାଇଛି ଵୋଲି ସିଏମସି ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁ ମାନେ ଏହି ସୁବିଧା ନେଵାକୁ ଇଛୁକ ସେମାନେ ପୂର୍ବାହ୍ନ ୧୦ଟା ରୁ ଅପରାହ୍ନ ୩ ଟା ମଧ୍ୟରେ ନିଃଶୁଳ୍କ ନମ୍ଵର ୯୭୭୭୦୬୭୨୯୭ ରେ ନାମ ପଞ୍ଜିକରଣ କରିବାକୁ ବାଧ୍ୟତାମୂଳକ …

Read More »

ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାର ଦୁଇ ସନ୍ଦିଗ୍ଧ ଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର,୧୩/୧୦/୨୦୨୧(ଓଡ଼ିଶା ସମାଚାର)- ବରିଷ୍ଠ ସାମ୍ବାଦିକ ତଥା ନିର୍ଭୟ ଖବର କାଗଜର ସମ୍ପାଦକ ନବୀନ ଦାସ ଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାର ଦୁଇ ସନ୍ଦିଗ୍ଧ ଫୁଲବାଣୀ ଟାଉନ୍ ଥାନାରେ ଆତ୍ମସମର୍ପଣ କରିଛନ୍ତି । ଦୁଇ ସନ୍ଦିଗ୍ଧ ହେଉଛନ୍ତି ଲିଟୁ ଓରଫ ଦୀନେଶ ମହାପାତ୍ର ଓ ମୁନା ଓରଫ ମୃତ୍ୟୁଞ୍ଜୟ । ମୃତ୍ୟୁ ପୂର୍ବରୁ ଏହି ଦୁଇ ଜଣ ମନୀଷଙ୍କ ସହ ହୋଟେଲରେ ଥିଲେ । ସନ୍ଦେହରେ ପୋଲିସ ଉଭୟ ଲିଟୁ ଓ ମୁନ୍ନାଙ୍କୁ ଖୋଜୁଥିଲା । ଉଭୟଙ୍କୁ ଭୁବନେଶ୍ବର ଆଣି ପୋଲିସ ଅଧିକ …

Read More »

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ- ୬୮ ଜଣ ଶିଶୁ ଆକ୍ରାନ୍ତ- ୭ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୫୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୮ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ …

Read More »