ନୂଆପଡ଼ା, ୨୮/୦୧/୨୦୨୩ (ଓଡ଼ିଶା ସମାଚାର)- ନୂଆପଡ଼ା ଜିଲ୍ଲା ତରବୋଡ଼ ଫାଣ୍ଡି ଦଲ୍ଲିପଡ଼ା ଠାରେ ଆଜି ବାଇକରେ ଲିଫ୍ଟ ଦେବାରେ ବିଲମ୍ବ …
Read More »ବିମାନବନ୍ଦରରୁ ଜନ୍ମମାଟି କୃଷ୍ଣଚନ୍ଦ୍ରପୁର ଗାଁ ଅଭିମୁଖେ ରାଣାପ୍ରତାପଙ୍କ ପାର୍ଥିବ ଶରୀର
ଭୁବନେଶ୍ୱର , ୧୧/୧୨/୨୦୨୧ (ଓଡ଼ିଶା ସମାଚାର)- ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ଓଡିଆ ଯବାନ ରାଣା ପ୍ରତାପ ଦାସଙ୍କ ପାର୍ଥିବ ଶରୀର । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରରେ ପହଞ୍ଚିଛି ରାଣାପ୍ରତାପଙ୍କ ପାର୍ଥିବ ଶରୀର । ବିମାନବନ୍ଦରରେ ରାଣାପ୍ରତାପଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚି ଯବାନଙ୍କ ପାର୍ଥିବ ଶରୀରଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶହୀଦ ରାଣାପ୍ରତାପ ଦାସଙ୍କ ଉତ୍ସର୍ଗୀକୃତ ସେବା ଓ ଦେଶଭକ୍ତି ର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ …
Read More »