Friday , February 3 2023

Recent Posts

ବିଶ୍ୱକୁ ରକ୍ଷା କରିବା ପାଇଁ ପରିବେଶର ଭୂମିକା ଗୁରୁତ୍ୱପୂର୍ଣ୍ଣ : ଦିବ୍ୟଶକ୍ତି ଟ୍ରଷ୍ଟର ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ସଭା

ଗରଦପୁର, ୧୫/୧୨/୨୦୨୧(ଓଡ଼ିଶା ସମାଚାର)- ଗରଦପୁର ବ୍ଲକ ଅନ୍ତର୍ଗତ ପାଖଡ ସ୍ଥିତ ଦିବ୍ୟଶକ୍ତି ଟ୍ରଷ୍ଟ ର ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ଗରଦପୁର ସ୍ଥିତ ମହାପ୍ରଭୁ ଶ୍ରୀଶ୍ରୀ ବଳଦେବଜୀଉ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଉତ୍ସବରେ ଟ୍ରଷ୍ଟର ଅଧ୍ୟକ୍ଷ ପ୍ରକୃତିବନ୍ଧୁ ଦ୍ୱାରିକାନାଥ ସେନାପତି ସଭାପତିତ୍ୱ କରିଥିଲାବେଳେ ମାନସ ଭୂଷଣ ପଣ୍ଡିତ ହୃଷିକେଶ ରଥ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରି ବିଶ୍ୱକୁ ରକ୍ଷା କରିବା ପାଇଁ ପରିବେଶର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ବକ୍ତବ୍ୟ ରଖିଥିଲେ । ମୁଖ୍ୟଅତିଥି …

Read More »

ଅଦାଲତ ପରିସରରେ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ

କେନ୍ଦ୍ରାପଡା, ୧୫/୧୨/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ପୁରୁଣା ଅଦାଲତ ପରିସରରେ ବୁଧବାର ଏକ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ ହୋଇଯାଇଛି । ବିଧାୟକଙ୍କ ଆଂଚଳିକ ଉନ୍ନୟନ ପାଣ୍ଠିରେ ନିର୍ମିତ ଏହି ପ୍ରକଳ୍ପକୁ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୌର ନିର୍ବାହୀ ଅଧିକାରୀ ଦେବ ପ୍ରସାଦ ବଳ, ଜିଲ୍ଲା ଓକିଲ ସଂଘ ସଭାପତି ଆଶୁତୋଷ ମହାନ୍ତି, ସମ୍ପାଦକ ସେକ ଅଜିମୁଦ୍ଧିନ, ସରକାରୀ ଓକିଲ ସଂଜୟ କୁମାର ଜେନା, ବରିଷ୍ଠ ଆଇନଜୀବୀ ଗଗନ ବିହାରୀ …

Read More »

ନିକିରାଇ-ଇନ୍ଦୁପୁର ରାସ୍ତା ମରାମତି ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା, ୧୫/୧୨/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ନିକିରାଇ-ଇନ୍ଦୁପୁର ରାସ୍ତା ଏବେ ବିପର୍ଯ୍ୟସ୍ଥ ହୋଇପଡିଛି । ଫଳରେ ଯାନବାହାନ ଚଳାଚଳ ଓ ଲୋକମାନେ ଯିବା ଆସିବାରେ ବହୁ ସମସ୍ୟା ସୃଷ୍ଟି ହେଉଛି । ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି ଯେ, ଏହି ରାସ୍ତାରେ ଆମ୍ବୁଲାନ୍ସ ଓ ଅଗ୍ନିଶମ ବିଭାଗ ଗାଡି ଯିବା ଆସିବା କରିବାରେ ବହୁ ସମସ୍ୟାର ସମ୍ମୁଖୀନ  ହେଉଛି । କାରଣ ରାସ୍ତା ସାରା ଖାଲଖମାରେ ଭର୍ତି ହୋଇଛି । ସେହି ରାସ୍ତା ଉପରେ କେନ୍ଦ୍ରାପଡ଼ା ବ୍ଲକର ଇନ୍ଦୁପୁର, ନିକିରାଇ, କୁତରଙ୍ଗ, ଢୋଲ, ଜମରା, ଧୂମାତ, …

Read More »