Monday , October 18 2021
Breaking News

Recent Posts

ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ କାର୍ଯ୍ୟକାରୀ କମିଟି ବୈଠକ

କେନ୍ଦ୍ରାପଡା ୧୧/୦୮/୨୦୧୯(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଜିଲ୍ଲା କଂଗ୍ରେସ ସଭାପତି ତଥା ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେଉରାଙ୍କ ସଭାପତିତ୍ୱରେ ଜିଲ୍ଲା କଂଗ୍ରେସ ଭବନ ପରିସରରେ ରବିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସର୍ବସମ୍ମତି କ୍ରମେ ସି.ଡବ୍ଲୁ.ସି ର ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ଦଳର ଅନ୍ତରୀଣ ଅଧ୍ୟକ୍ଷ ରୂପେ ଘୋଷଣାକୁ ସ୍ୱାଗତ କରାଯାଇଥିଲା । ରାଜ୍ୟର ବିଜେଡି ସରକାର ଓ କେନ୍ଦ୍ରରେ …

Read More »

ବୋକାରୋ ଠାରେ ଏଲ୍ପିଜି ବଟଲିଂ ପ୍ଲାଂଟ ଓ ପିଓଏଲ୍ ଟର୍ମିନାଲର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

ବୋକାରୋ/ଭୁବନେଶ୍ୱର, ୧୧/୦୮/୨୦୧୯(ଓଡ଼ିଶା ସମାଚାର)- ଝାଡଖଣ୍ଡର ବିକାଶ ଦ୍ରୁତ ଗତିରେ କରାଯିବାର ଆବଶ୍ୟକତା ରହିଥିବା ବେଳେ ଏ ଦିଗରେ ପେଟ୍ରୋଲିୟମ ଓ ଇସ୍ପାତ୍ ମନ୍ତ୍ରାଳୟ କାମ କରୁଛି ବୋଲି ଝାଡଖଣ୍ଡର ବୋକାରୋ ଠାରେ ୩୫୦ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ଏଲ୍ପିଜି ବଟଲିଂ ପ୍ଲାଂଟ ଓ ପିଓଏଲ୍ ଟର୍ମିନାଲର ଶିଳାନ୍ୟାସ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ ପେଟ୍ରୋଲିୟମ ଓ ଇସ୍ପାତ୍ …

Read More »

ଓଡ଼ିଶା ପତ୍ରକାର ସଂଘର ୧୦ମ ପ୍ରତିଷ୍ଠା ଦିବସ ପାଳିତ – ସାମ୍ବାଦିକଙ୍କ ସମସ୍ୟା ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର , ୧୧/୦୮/୨୦୧୯(ଓଡ଼ିଶା ସମାଚାର)-ଓଡ଼ିଶା ପତ୍ରକାର ସଂଘର ୧୦ମ ପ୍ରତିଷ୍ଠା ଦିବସ ରେଡ଼କ୍ରସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ରାଜ୍ୟ ତଥା ଦେଶର ବିଭିନ୍ନ କୋଣ ଅନୁକୋଣରେ ମୃତ୍ୟୁବରଣ କରିଥିବା ସାମ୍ବାଦିକମାନଙ୍କ ଉଦ୍ଦେଶ୍ୟରେ ଏକ ମିନିଟ୍ ନୀରବ ପ୍ରାର୍ଥନା କରାଯାଇ ସ୍ୱର୍ଗତ ଆତ୍ମାର ସଦଗତି କାମନା କରାଯାଇଥିଲା । ଅତିଥିମାନେ ଏହି ଉତ୍ସବରେ ଯୋଗଦେଇ ‘ଗଣମାଧ୍ୟମ ବନାମ ସାମାଜିକ ଗଣମାଧ୍ୟମ’ ଉପରେ ଆଲୋଚନା କରିଥିଲେ । ବରିଷ୍ଠ ପତ୍ରକାର …

Read More »