Friday , March 31 2023

Recent Posts

ସଚେତନ ଓ କୋଭିଡ଼ ନିୟମ ନିହାତି ଆବଶ୍ୟକ

ଭୁବନେଶ୍ୱର,୦୩/୦୮/୨୦୨୧(ଓଡ଼ିଶା ସମାଚାର)-ସାହିତ୍ୟ ପତ୍ରିକା ‘ବୋଉ’ର ସମ୍ପାଦକ, ସଂଗଠକ, କବି ସଞ୍ଜୟ କୁମାର ଚୌଧୁରୀ କରୋନା ଟୀକାର ପ୍ରଥମ ସୋପାନ ନେବା ସହିତ ସମସ୍ତଙ୍କୁ ସଚେତନ, କୋଭିଡ଼ ନିୟମ ପାଳନ କରିବା ସହିତ  ନିଜ ନିଜ ସ୍ତରରେ ଉଦ୍ୟମ ଜାରି ରଖିଲେ ଆମେ ଏହି ମହାମାରୀକୁ ପରାସ୍ତ କରିପାରିବା ବୋଲି ମତବ୍ୟକ୍ତ କରିଛନ୍ତି । ସେ କହିଛନ୍ତ ସମଗ୍ର କଟକ, ଭୁବନେଶ୍ୱର ସମେତ ଅନ୍ୟାନ୍ୟ ସ୍ଥାନରେ ଅମ୍ଲଜାନ ଦୂର କରିବା ପାଇଁ ଏକହଜାର ବୃକ୍ଷରୋପଣ କରିବେ । ତାଙ୍କର ଏହି ପ୍ରୟାସକୁ ସବୁ ମହଲରୁ ପ୍ରଶଂସା …

Read More »

ଓଡ଼ିଶା ରେ ଆଉ ୧୧୨୯ କରୋନା ସଂଙ୍କ୍ରମିତ ଚିହ୍ନଟ – ୬୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୩/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୧୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୭୨ ଜଣ ସ୍ଥାନୀୟ ସଂକ୍ରମିତ । ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୨ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୬୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୩୫ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ …

Read More »

ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କଲେ ସିକ୍ୟୁରିଟି ଗାର୍ଡ

ଭୁବନେଶ୍ୱର,୦୩/୦୮/୨୦୨୧(ଓଡ଼ିଶା ସମାଚାର)-  ଗଙ୍ଗନଗର ଅଂଚଳରେ ଘଟିଛି ଏକ ଅଭାବନୀୟଘଟଣା । ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କଲେ ସିକ୍ୟୁରିଟି ଗାର୍ଡ କୃଷ୍ଣଚନ୍ଦ୍ର ଦାସ ।   କ୍ୟାପିଟାଲ ଥାନାକୁ ନିଆଯାଇଥିଲା କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏୟାରପୋର୍ଟ ଥାନା   ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆତ୍ମହତ୍ୟାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି ।   ତେବେ ପାରିବାରିକ କଳହ ଯୋଗୁଁ ସିକ୍ୟୁରିଟି ଗାର୍ଡ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଓଡ଼ିଶା ସମାଚାର

Read More »