Wednesday , July 6 2022
Breaking News

Recent Posts

ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ  ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ

ବାରିପଦା, ୨୬/୦୬/୨୦୧୯ (ଓଡ଼ିଶା ସମାଚାର)- ଆୟ ବର୍ହିଭୂତ ସମ୍ପତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ମୟୂରଭଞ୍ଜ ଜିଲ୍ଲା ଉଦଳା କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ନୀଳକଣ୍ଠ ପାଢ଼ୀ  । ଯାହାକୁ ନେଇ ଗତକାଲି ବିଭାଗ ପକ୍ଷରୁ ତାଙ୍କ କାର୍ଯ୍ୟାଳୟ ସମେତ ଏକ ସଙ୍ଗେ ୬ଟି ସ୍ଥାନରେ ଚଢ଼ଉ କରାଯାଇଛି  । ଆୟ ବର୍ହିଭୂତ ସମ୍ପତି ଠୁଳ କରିବା ନେଇ ବାଲେଶ୍ୱର ଭିଜିଲାନ୍ସ ନିକଟରେ …

Read More »

ଖବର ଏବେ ଏବେ : ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ରଘୁନାଥପୁର ବ୍ଲକ୍ କନିଷ୍ଠ ଯନ୍ତ୍ରୀଙ୍କ ର ୪ ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି

ରଘୁନାଥପୁର,୨୬/୦୬/୨୦୧୯ (ଓଡ଼ିଶା ସମାଚାର)- ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ରଘୁନାଥପୁର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ତ୍ରିବିକ୍ରମ ସାମନ୍ତରାୟଙ୍କ ର ୪ ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି । ମିଳିଥିବା ତାଜା ସୂଚନା ଅନୁସାରେ ରଘୁନାଥପୁର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶ୍ରୀ ସାମନ୍ତରାୟଙ୍କ ଜଗତସିଂହପୁର ଜିଲା ର ବଡ଼ବାଳିକଣି , ହଂସୁରା, ରଘୁନାଥପୁର ବ୍ଲକ୍ ଓ ତାରପୁର ଠାରେ ଥିବା ତାଙ୍କ ପୈତୃକ ଘର, ଶ୍ୱଶୁର …

Read More »

କୃପାସିନ୍ଧୁ ମିଶ୍ର ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଦାୟିତ୍ୱ ଗ୍ରହଣ କଲେ

ଭୁବନେଶ୍ୱର, ୨୬/୦୬/୨୦୧୯ (ଓଡ଼ିଶା ସମାଚାର)-କାର୍ଯ୍ୟକ୍ଷେତ୍ରରେ ଶୃଙ୍ଖଳା ଓ ଅନୁରାଗ ବଳରେ ଅଧିକାରୀମାନେ ବିଶେଷ ଦକ୍ଷ ଓ ପ୍ରତିବଦ୍ଧ ହୋଇପାରିବେ । ସେଥିପାଇଁ କର୍ମସଂସ୍କୃତି, ସମୟାନୁବର୍ତିତା ଓ ଦାୟିତ୍ୱବୋଧ ଉପରେ ଗୁରୁତ୍ୱ ଦେଇ ବିଭାଗର ପ୍ରତିଷ୍ଠା ସୁଦୃଢ଼ କରିବା ନିମନ୍ତେ ସୂଚନା ଓ ଲୋକସଂପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର ପରାମର୍ଶ ଦେଇଛନ୍ତି । ମଙ୍ଗଳବାର ପୂର୍ବାହ୍ନରେ ଦାୟିତ୍ୱ ଗ୍ରହଣ ସମୟରେ ଶ୍ରୀ ମିଶ୍ରଙ୍କୁ ବିଭାଗୀୟ ବରିଷ୍ଠ ପଦାଧିକାରୀ …

Read More »