Thursday , December 1 2022
Breaking News

Recent Posts

ଦଳିତ ବର୍ଗର ସୂଚନା ଅଧିକାର କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ – ଏସପିଙ୍କୁ ଭେଟିଲେ ସୂଚନା ଅଧିକାର ଅଭିଯାନର କର୍ମକର୍ତା

କେନ୍ଦ୍ରାପଡା ୨୪/୧୦/୨୦୧୯(ଓଡ଼ିଶା ସମାଚାର)-ଜିଲ୍ଲାର ପାଟକୁରା ଥାନା ଅଚଂଳରେ ଜନୈକ ସୂଚନା ଅଧିକାର କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଖବରରୁ ପ୍ରକାଶ ଯେ ପାଟକୁରା ଥାନା ଅନ୍ତର୍ଗତ ସାନବେତରା ଗ୍ରାମର କାର୍ତିକ ସେଠୀ ନାମକ ଜଣେ ସୂଚନା ଅଧିକାର କର୍ମୀଙ୍କୁ କେତେକ ଦୁର୍ବୃତ ଗତ ରବିବାର ରାସ୍ତା ଉପରେ ମରଣାନ୍ତକ ଆକ୍ରମଣ କରିଥିବା ପାଟକୁରା ଥାନାରେ ଅଭିଯୋଗ ହୋଇଛି । ସୂଚନା ଅଧିକାର କର୍ମୀ ଶ୍ରୀ ସେଠୀ ମଧୁଶାସନ ପଂଚାୟତର କେତେଗୁଡିଏ ଉନ୍ନୟନ ପ୍ରକଳ୍ପ ସମ୍ପର୍କରେ ଗରଦପୁର ବ୍ଲକ କାର୍ଯ୍ୟାଳୟରେ ସୂଚନା …

Read More »

ପ୍ରାଥମିକ କୃଷି ସମବାୟ ସମିତି ସ୍ତରରେ ଇ-ଗଭରର୍ନାନ୍ସ ପ୍ରଶିକ୍ଷଣ ଶିବିର “ସକ୍ଷମ”

କେନ୍ଦ୍ରାପଡା, ୨୪/୧୦/୨୦୧୯(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ସମବାୟ ସମିତି ସମୂହର ସହକାରୀ ସମବାୟ ନିବନ୍ଧକ ଙ୍କ ଆନୁକୁଲ୍ୟରେ ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ) ସ୍ତରରେ ସମ୍ପାଦକ ଏବଂ ଡାଟା – ଏଂଟ୍ରୀ -ଅପରେଟରମାନଙ୍କୁ ଇ-ଗଭରର୍ନାନ୍ସ ସଫ୍ଟୱାୟାର “ସକ୍ଷମ’ ସମ୍ପର୍କରେ ତାଲିମ ପ୍ରଦାନ ନିମନ୍ତେ ଏବଂ ସଠିକ ସମୟରେ ଜନସାଧାରଣଙ୍କୁ ସେବା ଯୋଗାଇଦେବା ଉଦେଶ୍ୟରେ ଗୁରୁବାର ପୂର୍ବାହ୍ନରେ ସ୍ଥାନୀୟ ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟ ପରିସରରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ …

Read More »

ଭଗବତୀ ଚରଣ ପାଣିଗ୍ରାହୀ ସ୍ମୃତି ସମାରୋହ : ସାମ୍ପ୍ରଦାୟିକ ଫାସିଷ୍ଟ ଶକ୍ତିଙ୍କ ବିରୁଦ୍ଧରେ ସମସ୍ତ ଶକ୍ତି ଐକ୍ୟବଦ୍ଧ ହୁଅ

ଭୁବନେଶ୍ୱର,୨୪/୧୦/୨୦୧୯(ଓଡ଼ିଶା ସମାଚାର)-ଓଡ଼ିଶାରେ କମୁ୍ୟନିଷ୍ଟ ପାର୍ଟିର ପ୍ରତିଷ୍ଠାତା ସମ୍ପାଦକ ତଥା ଓଡ଼ିଆ ସାହିତ୍ୟରେ ମାର୍କ୍ସବାଦୀ ଚିନ୍ତାଧାରାର ଆଦ୍ୟ ପ୍ରବର୍ତକ ବିପ୍ଳବୀ ଭଗବତୀ ଚରଣ ପାଣିଗ୍ରାହୀଙ୍କ ୭୬ ତମ ରାଜ୍ୟସ୍ତରୀୟ ସ୍ମୃତି ସମାରୋହ ଗତକାଲି ସନ୍ଧ୍ୟାରେ ସିପିଆଇର ରାଜ୍ୟ ଦପ୍ତର ଭଗବତୀ ଭବନ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ ଶ୍ରମିକ ନେତା ଡ. ସୌରୀବଂଧୁ କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ସିପିଆଇର ରାଜ୍ୟ ସମ୍ପାଦକ ଆଶିଷ କାନୁନଗୋ, ସିପିଆଇ(ଏମ୍)ର ରାଜ୍ୟ ସମ୍ପାଦକ ଅଳିକିଶୋର ପଟ୍ଟନାୟକ ଓ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବିଧାୟକ ଶଶୀଭୂଷଣ ବେହେରା …

Read More »