Tuesday , September 27 2022
Breaking News

Recent Posts

ବେଦାନ୍ତ ଗେଟ ସାମ୍ନାରେ ସଂଘର୍ଷ ଘଟଣା ରେ ଗିରଫ ହୋଇଥିବା ଯୁବକ ର ମୃତ୍ୟୁ – ଶାନ୍ତି ଭଙ୍ଗ ଆଶଙ୍କାରେ ଅଂଚଳରେ ୧୪୪ ଧାରା ଜାରି

କଳାହାଣ୍ଡି, ୨୪/୦୮/୨୦୧୯(ଓଡ଼ିଶା ସମାଚାର / ସଂଜୟ କୁମାର ସିଂହ)- କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ସ୍ଥିତ ବେଦାନ୍ତ କମ୍ପାନୀ ମୂଖ୍ୟ ଫାଟକରେ ସାଧାରଣ ଜନତା ଓ ବେଦାନ୍ତ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ଲାଗିଥିଲା । ଏହା ଶେଷରେ ଉଗ୍ରରୁପ ଧାରଣ କରି କମ୍ପାନୀ ପୋଡାଜଳା ହେବାସହ ଲାଠିଚାର୍ଜ ମଧ୍ୟ କରାଯାଇଥିଲା । ଏଥିରେ ଜଣେ ବେଦାନ୍ତ ସୁରକ୍ଷା କର୍ମୀ (ୱାଏସଏଫ୍ ମେଜର) ର ମୃତ୍ୟୁ ହେବା ସହ ଛତ୍ରପୁର ଗ୍ରାମର ବେଦାନ୍ତ ଶ୍ରମିକ ଦାନିବାତ୍ରାର ମଧ୍ୟ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ପୋଲିସ …

Read More »

କାଳିଆ ଯୋଜନାରେ ୨ଲକ୍ଷ ୬୬ ହଜାର ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ପ୍ରସଙ୍ଗ

ରାଜକୋଷରୁ ବରବାଦ ହୋଇଛି ୨୦୦ କୋଟି: ବିଜେପି ଭୁବନେଶ୍ୱର,୨୪/୦୮/୨୦୧୯(ଓଡ଼ିଶା ସମାଚାର)- ଶାସକ ବିଜେଡି ନିର୍ବାଚନ ଜିତିବା ପାଇଁ କାଳିଆ ଯୋଜନା କରି ବେଆଇନ ଭାବେ ଅର୍ଥ ବାଂଟିଥିଲା । କେବଳ ନିର୍ବାଚନୀ ବୈତରଣୀ ପାର ହେବା ଥିଲା ଏହି ଯୋଜନାର ମୁଖ୍ୟ ଉଦ୍ଧେଶ୍ୟ । କାଳିଆ ଯୋଜନାରେ ସ୍ୱଚ୍ଛତା ନାହିଁ ବୋଲି ବିଜେପି ପ୍ରଥମରୁ ଅଭିଯୋଗ କରିଆସିଛି । ଭୋଟରଙ୍କୁ ଲାଂଚ ଦେଇ ଭୋଟ ହାତେଇ ଶାସନ କ୍ଷମତା ଆପଣେଇବା ପାଇଁ ଏହି ଯୋଜନା କରାଯାଇଥିଲା ବୋଲି ରାଜ୍ୟ ଉପସଭାପତି ଶ୍ରୀ ସମୀର ମହାନ୍ତି …

Read More »

ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ୍ ବନ୍ଦ

ସମ୍ବଲପୁର, ୨୪/୦୮/୨୦୧୯(ଓଡ଼ିଶା ସମାଚାର)- ଉପରମୁଣ୍ଡରେ ବର୍ଷାର ପରିମାଣ କମିଯାଇଛି । ଫଳରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କମିଯାଇତିବା ବେଳେ ଭଣ୍ଡାରର ସବୁ ଗେଟ୍ ବନ୍ଦ କରାଯାଇଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୧୯.୬୫ ପୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳ ଭଣ୍ଡାରକୁ ୬୧ ହଜାର ଜଳ ପ୍ରବେଶ କରୁଛି । ଧୀରେ ଧୀରେ ଜଳ ପ୍ରବାହ କମିବାରୁ ପର୍ଯ୍ୟାୟ କ୍ରମେ ଗେଟ୍ ବନ୍ଦ କରାଯାଇଥିଲା । ଉପରମୁଣ୍ଡରେ ବର୍ଷାର ପରିମାଣ ବଢ଼ିଥିବାରୁ ଗତ ୧୬ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ସର୍ବାଧିକ ୨୦ଟି ଗେଟ୍ …

Read More »